Month: September 2025

ଲଘୁଚାପ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ୧୭ ଜିଲ୍ଲାପାଳଙ୍କ ସହ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ଭାବ୍ୟ ବନ୍ୟା ସମୀକ୍ଷା । ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଜନିତ ବର୍ଷାର ମୁକାବିଲା ସମ୍ପର୍କରେ ପ୍ରଭାବିତ ହେବାକୁ ଥିବା ୧୭ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍‌ସ ମାଧ୍ୟମରେ ଆଜି ଏକ ସମୀକ୍ଷା…

ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍‌ ଗିରଫ

ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍‌ ଗିରଫ । ଜାତୀୟ ସୁରକ୍ଷା ଆଇନ୍ ବଳରେ ଗିରଫ କଲା ଲଦାଖ ପୋଲିସ । ଲେହରେ ବ୍ୟାପକ ହିଂସା ପାଇଁ ସୋନମ ୱାଙ୍ଗଚୁକ୍‌ ଗିରଫ କରାଯାଇଛି ।ଉସୁକାଇବା ଭଳି ଭାଷଣ ଦେବା ଅଭିଯୋଗରେ ଗିରଫ ହୋଇଥିବା…

ମୋଦିଙ୍କ ଝାରସୁଗୁଡ଼ା ଗସ୍ତ କାର୍ଯ୍ୟସୂଚୀ

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଝାରସୁଗୁଡ଼ା ଗସ୍ତ । ୨୭ ତାରିଖ ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବାତିଲ ପରେ ଝାରସୁଗୁଡ଼ା ର ଅମଲିପାଳି ଠାରେ ଏକ ଯୁବ ସମାବେଶରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ । ଆସନ୍ତାକାଲି ପୂର୍ବାହ୍ନ ୧୧ଟା ୧୦ ମିନିଟ୍‌ରେ…

ପ୍ରକାଶ ପାଇଲା ଓପିଏସ୍‌ସି ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡିଶା ସିଭିଲ ସର୍ଭିସ ପରୀକ୍ଷା ଫଳ । ଓପିଏସ୍‌ସି ର ଫଳାଫଳ ଆଜି ପ୍ରକାଶିତ ହୋଇଅଛି । ମୋଟ୍ ୩୮୯ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ। ଏଥର ଟପ୍ ଟେନ୍‌ରେ ବାଜି ମାରିଛନ୍ତି ପୁଅ । ପ୍ରିୟାଂଶୁ ପାଲ ଓଏଏସ୍‌…

ହ୍ବାଟ୍‌ସ ଆପ୍‌ରେ ମିଳିବ ଜନ୍ମ, ମୃତ୍ୟୁ ସାର୍ଟିଫିକେଟ୍

ଆରମ୍ଭ ହେଲା ‘ଆମ ସାଥୀ’ ୟୁନିଫାଏଡ ହ୍ବାଟ୍‌ସଆପ୍‌ । ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଏଣିକି ମୋବାଇଲରେ ଆପଣଙ୍କୁ ସବୁ ସରକାରୀ ସେବା ପାଇ ପାରିବେ । ହ୍ବାଟ୍‌ସ ଆପ୍‌ରେ ଜନ୍ମ ପ୍ରମାଣପତ୍ରଠାରୁ ଆରମ୍ଭ କରି ଆଇନଗତ ସୁବିଧା…

ଅତି ଭୀଷଣ ବର୍ଷା ନେଇ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି

ସାରା ରାଜ୍ୟର ଆଜି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ ଜାରି ।କିଛି ଜିଲ୍ଲାକୁ ଅତିଭୀଷଣ ବର୍ଷା ନେଇ ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ। ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନଟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଆଲର୍ଟ କରିଛି…

ଆଜି ବାୟୁସେନାରୁ ବିଦାୟ ନେବ ମିଗ୍-୨୧

ବାୟୁସେନାର ଲଢୁଆ ବିମାନ ‘ମିଗ୍‌-୨୧’ ନେଲା ଅବସର ।ଚଣ୍ଡିଗଡ ବାୟୁସେନା ଘାଟିରେ ସ୍ୱତନ୍ତ୍ର ସେବା ନିବୃତ୍ତ ଉତ୍ସବ।ସେବା ଅବସର ଦେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ । ଦୀର୍ଘ ୬ ଦଶନ୍ଧି ଧରି ସେବା ଯୋଗାଉଥିଲା ‘ମିଗ୍‌-୨୧’ । ଭାରତୀୟ ବାୟୁସେନାର…

ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ୍ୟ ଲଘୁଚାପ କ୍ଷେତ୍ର। ଆସନ୍ତା ୨୪ ଘଣ୍ଟାରେ ଏହା ଅବପାତର ରୂପ ନେବ। ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓ ସଂଲଗ୍ନବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ପରବର୍ତ୍ତୀ ସମୟରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର…

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଝାରସୁଗୁଡ଼ାରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ଓ ପୋଲିସ୍ ଡିଜି

ଆସନ୍ତାକାଲି ଝାରସୁଗୁଡ଼ା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଅମଲିପାଲିରେ ଆୟୋଜିତ ଯୁବ ସମାବେଶରେ ଯୋଗ ଦେବେ । ଓଡ଼ିଶାକୁ ଭେଟି ଦେବେ ୧୭୦୦ କୋଟି ଟଙ୍କାର ରେଳ ପ୍ରକଳ୍ପ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ସୁରକ୍ଷା ବ୍ୟବସ୍ଥାର କଡ଼ା ଯାଞ୍ଚ…

ଆଦିବାସୀ ମହିଳାଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ

ମୟୂରଭଞ୍ଜ ଜିଲ୍ଲା ଯଶିପୁର ଅବକାରୀ ଥାନାରେ ମହିଳାଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ । ମାହାର୍ଦ୍ଦାପଳସା ଗାଁ ଢିପାସାହିର ଆଦିବାସୀ ମହିଳାଙ୍କୁ ଯଶିପୁର ଅବକାରୀ ଥାନା ଅଧିକାରିଣୀ ନିସ୍ତୁକ ମାଡ ମାରିଥିବା ଅଭିଯୋଗ । ପୂର୍ବରୁ ଜବତ ମଦ ସହ ଫଟୋ ଉଠାଇ…