Month: October 2025

Mohammad Azharuddin: ତେଲେଙ୍ଗାନା କ୍ୟାବିନେଟ୍‌ରେ ମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ମହମ୍ମଦ ଆଝାରୁଦ୍ଦିନ

ତେଲେଙ୍ଗାନା କ୍ୟାବିନେଟରେ ମନ୍ତ୍ରୀ ଭାବେ ଆଜି ଶପଥ ନେଇଛନ୍ତି ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା କଂଗ୍ରେସ ନେତା ମହମ୍ମଦ ଆଝାରୁଦ୍ଦିନ । ଆଜି ରାଜଭବନରେ ତାଙ୍କର ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଥିଲା । ରାଜ୍ୟପାଳ ଜିଷ୍ଣୁ ଦେବ…

FIR lodged against Bobby Das: ବିଜେଡି ନେତା ବବି ଦାସଙ୍କ ନାଁରେ ଥାନାରେ ଅଭିଯୋଗ

ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ଜୋର ଧରିଥିବାବେଳେ ବିଜେଡି ନେତା ବବି ଦାସଙ୍କ ନାଁରେ ଆଜି ନୂଆପଡ଼ା ଜିଲ୍ଲା କୋମନା ଥାନାରେ ଲିଖିତ ଅଭିଯୋଗ ହୋଇଛି । କୋମନାର ଜଣେ ଆଦିବାସୀ ଯୁବକ ଏହି ଲିଖିତ ଅଭିଯୋଗ କରିଛନ୍ତି । ଅଭିଯୋଗ…

Nuapada Bypoll: ନୂଆପଡାରେ ପ୍ରୀତି ରଞ୍ଜନ ଘଡେଇଙ୍କ ବାସସ୍ଥାନରେ ଚଢ଼ାଉ କରିବା ଘଟଣାକୁ କଡା ନିନ୍ଦା କରିଛି ବିଜେଡି

ନୂଆପଡାରେ ନିର୍ବାଚନ ପ୍ରଚାର ଉଷ୍ମତା ବୃଦ୍ଧି ପାଇଥିବା ବେଳେ ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରୀତି ରଞ୍ଜନ ଘଡେଇ ନୂଆପଡାରେ ରହୁଥିବା ଘର ଉପରେ ପ୍ରଶାସନ ତରଫରୁ ଆଜି ଚଢ଼ାଉ କରାଯାଇଥିଲା, ଯାହାକୁ ବିଜୁ ଜନତା ଦଳ ତରଫରୁ କଡା…

Sardar Vallabhbhai Patel Jayanti: ଜାତୀୟ ଏକତା ଦିବସ ରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ଆଜି ହେଉଛି “ଲୌହ ମାନବ” ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ । ଏହାକୁ ରାଷ୍ଟ୍ରୀୟ ଏକତା ଦିବସ ଭାବେ ସାରା ଦେଶରେ ପାଳନ କରାଯାଉଛି । ଏହି ଅବସରରେ ଗୁଜୁରାଟର କେୱାଡିଆରେ ଥିବା ଷ୍ଟାଚ୍ୟୁ ଅଫ୍ ୟୁନିଟିରେ ଶ୍ରଦ୍ଧାଞ୍ଜଳି…

Nuapada By-Election: ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲା ବିଜେଡି

ନୂଆପଡ଼ା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଗଣତନ୍ତ୍ରର ମୂଲ୍ୟକୁ ଦଳିମକଚି ନିର୍ବାଚନ ପରିଚାଳନା କରୁଛନ୍ତି ବୋଲି ସଙ୍ଗୀନ ଅଭିଯୋଗ ଆଣି ଆଜି ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଛି ବିଜେଡି । ଏକ ବିରାଟ ପଟୁଆରରେ ବିଜେଡି ନେତୃବୃନ୍ଦ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ…

Gandhamardan Scam: ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ

ଖାରଜ ହେଲା ରାଜା ଚକ୍ରଙ୍କ ଜାମିନ ଆବେଦନ। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ରାଜା ଚକ୍ରଙ୍କ ଜାମିନ ଆବେଦନ ଖାରଜ ହୋଇଛି । ମୁଖ୍ୟ ଅଭିଯୁକ୍ତ ରାଜା ଚକ୍ରର ଜାମିନ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ଅନ୍ୟ ଅଭିଯୁକ୍ତ…

Water Resources Department: ରାଜୀବ ଭବନରେ ଜଳସମ୍ପଦ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜୀବ ଭବନରେ ଜଳସମ୍ପଦ ବିଭାଗର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେଠାରେ ପହଞ୍ଚି ଉନ୍ନୟନ କମିଶନର ଓ ଜଳସମ୍ପଦ ମୁଖ୍ୟ ଯନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି । ରାଜ୍ୟ ହାଇଡ୍ରୋ ଲୋଜିକାଲ ଡାଟା ସେଣ୍ଟରର କଲେ ମୁଖ୍ୟମନ୍ତ୍ରୀ ସମୀକ୍ଷା…

CMC Council Meeting: ସିଏମସି କାଉନସିଲ ବୈଠକରେ ଗଣ୍ଡଗୋଳ; ମୁହାଁମୁହିଁ ହେଲେ ବିଜେଡି ଓ ବିଜେପିର କର୍ପୋରେଟର

ସିଏମସି କାଉନସିଲ ବୈଠକରେ ପ୍ରବଳ ଗଣ୍ଡଗୋଳ । ମୁହାଁମୁହିଁ ହୋଇଛନ୍ତି ବିଜେଡି ଓ ବିଜେପିର କର୍ପୋରେଟର। ଏପରିକି ମାଇକ ଭାଙ୍ଗିବା, ଫୁଲଦାନୀ ଫୋପାଡ଼ିବା ସହ ଠେଲପେଲା ହେବାଭଳି ପରିସ୍ଥିତି ଦେଖିବାକୁ ମିଳିଛି । ୫୧ ନଂ ୱାର୍ଡରେ ଜିମ୍‌ ଯନ୍ତ୍ରାଂଶ ଲାଗିବାକୁ…

Nuapada By-Election: ବିଜେଡି ନେତା ପ୍ରୀତିରଞ୍ଜନ ଘଡ଼େଇଙ୍କ ଘରେ ପୋଲିସ ଚଢ଼ାଉ

ନୂଆପଡ଼ା ଖରିଆର୍ ରୋଡ୍‌ରେ ରହୁଥିବା ଘରେ ପୋଲିସର ଚଢ଼ାଉ । ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରଚାର ଦାୟିତ୍ବରେ ଅଛନ୍ତି ପ୍ରୀତିରଞ୍ଜନ। ନୂଆପଡ଼ା ଖରିଆର୍ ରୋଡ୍ ରେ ରହୁଥିବା ଘରେ ପୋଲିସର ଚଢ଼ାଉ କରୁଛି ପୁଲିସ। ଘରେ ପ୍ରୀତିରଞ୍ଜନ ନଥିବାରୁ ପୋଲିସ ଫେରି…

Bus Fire Safety: ଯାତ୍ରୀବାହୀ ବସ୍‌ରେ ବାଧ୍ୟତାମୂଳକ ଅଗ୍ନି ସୁରକ୍ଷା ବ୍ୟବସ୍ଥା

ଯାତ୍ରୀବାହୀ ବସ୍‌ରେ ଅଗ୍ନି ସୁରକ୍ଷା ବ୍ୟବସ୍ଥା ବାଧ୍ୟତାମୂଳକ ।ଅଗ୍ନିଶମ ଓ ଜରୁରୀକାଳୀନ ସେବା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ବସ୍‌ରେ ଫାୟାର ଡିଟେକସନ୍ ଓ ସପ୍ରେସନ୍ ସିଷ୍ଟମ ରଖିବା ବାଧ୍ୟତାମୂଳକ । ଆପତ୍ତକାଳୀନ ପ୍ରସ୍ଥାନ ଦ୍ୱାର, କାଚ ଭାଙ୍ଗିବାକୁ…