ରାଜନୀତି ରାଜ୍ୟ ମାଲକାନଗିରିରେ କଂଗ୍ରେସ ର ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା ଆରମ୍ଭ October 2, 2025 Nirvay ପବିତ୍ର ବିଜୟା ଦଶମୀ ଓ ଗାନ୍ଧୀ ଜୟନ୍ତୀ ଅବସରରେ ମାଲକାନଗିରିର ମୋଟୁସ୍ଥିତ ତିନି ନଦୀର ସଙ୍ଗମସ୍ଥଳ ମଙ୍ଗି ପଏଣ୍ଟଠାରୁ ପିସିସି ସଭାପତି ଭକ୍ତ ଚରଣ ଦାସ ଗାନ୍ଧୀ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା ସହ ‘ଗାନ୍ଧୀ ପଥେ ଓଡିଶା’ ପଦଯାତ୍ରା ର ଶୁଭାରମ୍ଭ…
ତାଜା ଖବର ଦେଶ ଶହେ ବର୍ଷର ଯାତ୍ରାରେ ଆରଏସଏସ October 2, 2025 Papirani ଶହେବର୍ଷର ଯାତ୍ରାରେ ଆରଏସଏସ । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ଏହାର ପ୍ରତିଷ୍ଠାର ଶହେ ବର୍ଷ ପୂରଣ କରିଛି। ଏହାର ପ୍ରତିଷ୍ଠାର ଶତବାର୍ଷିକୀ କାର୍ଯ୍ୟକ୍ରମ ନାଗପୁରର ରେଶିମବାଗ ପଡ଼ିଆରେ ଅନୁଷ୍ଠିତ ହେଉଛି । ଏହି ଅବସରରେ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ…
ତାଜା ଖବର ଦେଶ ମହାତ୍ମା ଗାନ୍ଧୀଙ୍କ ଜନ୍ମବାର୍ଷିକୀ; ରାଜଘାଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ October 2, 2025 Papirani ଆଜି ମହାତ୍ମା ଗାନ୍ଧୀଙ୍କ ଜନ୍ମବାର୍ଷିକୀ । ବାପୁଙ୍କ ୧୫୬ତମ ଜନ୍ମଜୟନ୍ତୀ ଅବସରରେ ରାଜଘାଟରେ ଜାତିର ପିତା ମହାତ୍ମା ଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶ୍ରଦ୍ଧାଞ୍ଜଳି ଦେବା ପୂର୍ବରୁ ନରେନ୍ଦ୍ର ମୋଦି ଏକ ସୋସିଆଲ…
ତାଜା ଖବର ରାଜ୍ୟ ଭାଙ୍ଗିଲା ଦୁର୍ଗାପୂଜା ତୋରଣ; ୨ ଜଣ ଆହତ October 2, 2025 Papirani ଜଗତସିଂହପୁର-ବାଲିକୁଦା ବଜାରରେ ଅଘଟଣ। ପ୍ରବଳ ବର୍ଷାରେ ଭାଙ୍ଗିଲା ଲାଇଟ ଗେଟ । ଫଳରେ ୨ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ପ୍ରଥମେ ବାଲିକୁଦା ପରେ ଜଗତସିଂହପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ଜଗତସିଂହପୁର ଜିଲ୍ଲାରେ ଗତକାଲିଠାରୁ…
ତାଜା ଖବର ରାଜନୀତି ରାଜ୍ୟ ଆଜି ପବିତ୍ର ବିଜୟା ଦଶମୀ; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 2, 2025 Papirani ଆଜି ପବିତ୍ର ବିଜୟା ଦଶମୀ । ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଆଜି ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ମାଆଙ୍କୁ ଦର୍ଶନ ପାଇଁ ଲାଗି…