Day: 6 October 2025

କଟକ ଭସାଣି ସମୟରେ ଅଶାନ୍ତି ଘଟଣା: ୮ ଗିରଫ

କଟକ ଦଶହରା ସମୟରେ ଦୁର୍ଗାପୂଜା ମେଢ଼ ଭସାଣ ବେଳେ କଟକ ସହରରେ ଆରମ୍ଭ ହୋଇଥିବା ଉତ୍ତେଜନା ଘଟଣାରେ ୮ ଜଣ ଗିରଫ। ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ । ସେ କହିଛନ୍ତି କଟକ ସହରରେ…

କଟକ ଗୋଷ୍ଠୀ ସଂଘର୍ଷ ଘଟଣାରେ ନିର୍ଦ୍ଦେଶାବଳୀ ଜାରି କରିଛି କମିଶନରେଟ ପୋଲିସ

କଟକ ସହରରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ଉତ୍ତେଜନା, ହିଂସାତ୍ମକ ପରିସ୍ଥିତି ନେଇ କମିଶନରେଟ ପୋଲିସ ନିର୍ଦ୍ଦେଶାବଳୀ ଜାରି କରିଛି । କଟକରେ ହୋଇଥିବା ସମ୍ପ୍ରତି ଗୋଷ୍ଠୀ ସଂଘର୍ଷ ପରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ…

ନୂଆପଡ଼ା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ୧୧୦୧ କୋଟି ଟଙ୍କାର ଭେଟି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ନୂଆପଡ଼ା ଜିଲ୍ଲା ଗସ୍ତରେ ଯାଇ ୧,୧୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ୯୫୭ଟି ବିକାଶମୂଳକ ନୂତନ ପ୍ରକଳ୍ପର ଘୋଷଣା, ଭିତ୍ତିପ୍ରସ୍ତର ସ୍ଥାପନ ଓ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ ଜଳସେଚନ…

ବିଜଦ ଦଲାଲକୁ ଭାଜପାରେ ମିଶାଇଲା କିଏ ?

ଏସ୍‌ଆଇ ପରୀକ୍ଷା ସ୍କାମର ମୁଖ୍ୟ ଦଲାଲ ହେଉଛନ୍ତି ଶଙ୍କର ପୃଷ୍ଟି । ତାଙ୍କୁ ଏ ପର୍ଯ୍ୟନ୍ତ ପୁଲିସ ଧରିପାରି ନାହିଁ । ତାଙ୍କୁ ନେଇ ଭାଜପା-ବିଜଦ ମଧ୍ୟରେ କଳି ଆରମ୍ଭ ହୋଇଥିବାବେଳେ ଏବେ ସେ ଭାଜପାରେ ବୋଲି କୁହାଯାଉଛି । ନିର୍ବାଚନ…

ପର ପାପ ବୋଝ ବୋହିଲେ ବାମ୍ଫ ନବା ଥୟ

ହଜାର ଥର କହି ସାରିଲୁଣି ଯେ, ମୋହନ ସରକାର କାହିଁକି ନବୀନ ସରକାରଙ୍କ ପାପ ବୋଝ ମୁଣ୍ଡେଇବାକୁ ସୁଖ ପାଉଚନ୍ତି ? ପଦ୍ମ ସରକାରଙ୍କୁ ଯଦି ସୁଖ ଲାଗୁଚି ତେବେ ଆମେ କ’ଣ କରିପାରିବା ? ପୁଣି ଥରେ କହୁଚୁ ଯେ,…

ମହିଳା ଦିନିକିଆ ବିଶ୍ୱକପ ରେ ପାକିସ୍ତାନକୁ ୮୮ ରନ୍‌ରେ ହରାଇଲା ଭାରତ

କଲମ୍ବୋର ଆର୍‌ ପ୍ରେମଦାସା ଷ୍ଟାଡିୟମ୍‌ରେ ଅନୁଷ୍ଠିତ ମହିଳା ଦିନିକିଆ ବିଶ୍ୱକପ୍‌ ୨୦୨୫ରେ ଭାରତୀୟ ମହିଳା କ୍ରିକେଟ୍‌ ଦଳ ପାକିସ୍ତାନକୁ ୮୮ ରନ୍‌ରେ ପରାସ୍ତ କରି ବିଜୟ ହାସଲ କରିଛି । ଭାରତ ପ୍ରଥମେ ବ୍ୟାଟିଂ କରି ୨୪୮ ରନ୍‌ର ଲକ୍ଷ୍ୟ ନିର୍ଦ୍ଧାରଣ…