ରାଜନୀତି ରାଜ୍ୟ ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କୁ ନବୀନଙ୍କ ଟାର୍ଗେଟ October 7, 2025 Nirvay ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ନବୀନ କହିଛନ୍ତି ଯେ, ରାଜ୍ୟରେ ଉତ୍ସବର ପରିବେଶ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଲୋକେ ନିଜକୁ ଅସୁରକ୍ଷିତ ଭାବିବା ଆରମ୍ଭ…
ରାଜ୍ୟ କଟକରେ ସ୍ୱାଭାବିକ ହେଲା ଇଣ୍ଟରନେଟ୍ ସେବା October 7, 2025 Nirvay କଟକକୁ ପୁଣି ଶାନ୍ତି ଫେରୁଛି । କଟକରେ ମଙ୍ଗଳବାର ଦିନ ସନ୍ଧ୍ୟା ୭ଟାରୁ ଇଣ୍ଟରନେଟ ସେବା ସ୍ଵାଭାବିକ ହୋଇଛି । ୪୮ ଘଣ୍ଟା ପରେ ଇଣ୍ଟରନେଟ୍ ଉପରେ ଲାଗିଥିବା କଟକଣା ହଟାଇ ଦିଆଯାଇଛି । କଟକର ୧୩ ଥାନା ଅଞ୍ଚଳରେ ରବିବାର…
ତାଜା ଖବର ରାଜ୍ୟ ଆମ ବସ୍ ଭିତରେ ପଶି ଯାତ୍ରୀଙ୍କୁ ହାଣିଲେ ଯୁବକ October 7, 2025 Papirani ପୁରୀ କଣାସ ନିକଟରେ ବସ୍ ଭିତରେ ପଶି ଯାତ୍ରୀଙ୍କୁ ହାଣିଲେ ଯୁବକ । ହରଷପଡାରୁ ସତ୍ୟବାଦୀ ଶୁକଳକୁ ଯାଉଥିବା ଆମ ବସରେ ଯାତ୍ରୀଙ୍କୁ ଆକ୍ରମଣ । ଏହି ଆକ୍ରମଣରେ ୪ ଜଣ ଗୁରୁତର ହୋଇ ମେଡିକାଲରେ ଚିକିତ୍ସିତ ହେଉଛନ୍ତି । ପୋଲିସ…
ରାଜନୀତି ରାଜ୍ୟ ନୂଆପଡ଼ା ଉପନିର୍ବାଚନ: ଘାସିରାମ ମାଝୀ ହେଲେ କଂଗ୍ରେସ ପ୍ରାର୍ଥୀ October 7, 2025 Nirvay ନୂଆପଡା ବିଧାନସଭାର ଉପ-ନିର୍ବାଚନ ପାଇଁ ପ୍ରଥମ ଦଳ ଭାବେ କଂଗ୍ରେସ ଆଜି ପ୍ରାର୍ଥୀ ଘୋଷଣା କରିଛି । ଘାସିରାମ ମାଝୀଙ୍କୁ ଦଳର ପ୍ରାର୍ଥୀ ଭାବେ ଏଆଇସିସି ପକ୍ଷରୁ ନାମ ଘୋଷଣା କରାଯାଇଛି । ନୂଆପଡାରେ ଜଣେ ଆଦିବାସୀ ଚେହେରା ଭାବରେ ଘାସିରାମ…
ତାଜା ଖବର ରାଜ୍ୟ ୧୧ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା October 7, 2025 Papirani ରାଜ୍ୟ ଉପରେ ଆଉ ଏକ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି। ବିଭିନ୍ନ ସ୍ଥାନରେ ୧୧ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା । ଅଧିକାଂଶ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି…
ତାଜା ଖବର ଦେଶ ୨୦୨୫ ବର୍ଷ ପାଇଁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା October 7, 2025 Papirani ୨୦୨୫ ବର୍ଷ ପାଇଁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା ହୋଇଛି। ଜନ୍ କ୍ଲାର୍କ, ମିଶେଲ ଏଚ୍. ଡେଭୋରେଟ, ଜନ୍ ଏମ୍. ମାର୍ଟିନିସଙ୍କୁ ନୋବେଲ୍। ମାକ୍ରୋସ୍କୋପିକ କ୍ୱାଣ୍ଟମ ମେକାନିକାଲ ଟନେଲିଂ ଗବେଷଣା ପାଇଁ ପାଇବେ ଏହି ସମ୍ମାନଜନକ ନୋବେଲ ପୁରସ୍କାର। ୧୯୮୦ରୁ…
ତାଜା ଖବର ରାଜନୀତି ରାଜ୍ୟ ମୋହନ ସରକାର ଆସିବା ପରେ ଗଞ୍ଜାମରେ ହୋଇଛି ୧୨୮ ମର୍ଡର: ବିଜେଡି October 7, 2025 Papirani ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ବିଜୁ ଜନତା ଦଳ ତରଫରୁ ଅଭିଯୋଗ କରାଯାଇ ଆସୁଥିବା ବେଳେ, ଗତ ଏକ ସପ୍ତାହ ମଧ୍ୟରେ ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଅଣାୟତ ହୋଇ ପଡିଛି ବୋଲି ଅଭିଯୋଗ କରି ଆଜି ରାଜ୍ୟ ବିଜେପି…
ତାଜା ଖବର ଦେଶ ରାଜନୀତି ସରକାରର ମୁଖ୍ୟ ଭାବରେ ୨୫ ବର୍ଷରେ ପଦାର୍ପଣ କଲେ ମୋଦି October 7, 2025 Papirani ସରକାରର ମୁଖ୍ୟ ଭାବରେ ୨୫ବର୍ଷରେ ପଦାର୍ପଣ କଲେ ମୋଦି । ଏ ନେଇ ଆଜି ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି ମୋଦି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନିଜ ପୁରୁଣା ଦିନକୁ ମନେ ପକାଇଛନ୍ତି ଯେତେବେଳେ ସେ ୨୦୦୧ ମସିହାରେ…
ତାଜା ଖବର ଦେଶ ରାଜ୍ୟ ବାଲେଶ୍ବରରେ କର୍ଫ୍ୟୁ ଖବର ମିଛ: ଏସ୍ପି October 7, 2025 Papirani ବାଲେଶ୍ବରରେ କର୍ଫ୍ୟୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଏହା ଖବର ମିଛ ବୋଲି ସୂଚନା ଦେଲେ ବାଲେଶ୍ବର ଏସ୍ପି। ସେ କହିଛନ୍ତି କିଛି ଗଣମାଧ୍ୟମରେ ରାତ୍ରକାଳୀନ କର୍ଫ୍ୟୁ ଖବର ପ୍ରକାଶିତ ହୋଇଥିଲା । କିନ୍ତୁ ବାଲେଶ୍ବରରେ କୌଣସି ନାଇଟ କର୍ଫ୍ୟୁ…
ତାଜା ଖବର ରାଜନୀତି ରାଜ୍ୟ ଅଶାନ୍ତ ଗଞ୍ଜାମ, ଭୁଶୁଡ଼ି ଗଲାଣି ଆଇନ ବ୍ୟବସ୍ଥା October 7, 2025 Papirani ଅଶାନ୍ତ ହୋଇପଡ଼ିଛି ଗଞ୍ଜାମ ସହର । ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଛି । ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ମୃତ୍ୟୁ ହୋଇଛି । ରାଜରାସ୍ତାରେ ରକ୍ତର ଛିଟା । କଥା କଥାରେ ବୁଲୁଛି ଖଣ୍ଡା ଭୁଜାଲି…