Day: 24 October 2025

Low Pressure Rain: ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର

ବଙ୍ଗୋପସାଗର ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ । ୨୪ ଘଣ୍ଟାରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଥିବା ସୂଚନା ଦେଲା ପାଣିପାଗ ବିଭାଗ। ଏହାର ପ୍ରଭାବରେ ରାଜ୍ୟରେ…

Ration Card: ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ

ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ଚାଉଳ। ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ମିଳିବ ଅଧିକ ୫କେଜି ଚାଉଳ । ସେପ୍ଟେମ୍ବର, ଅକ୍ଟୋବର ଓ ନଭେମ୍ବର ମାସ ପାଇଁ ରାସନ କାର୍ଡଧାରୀଙ୍କୁ ୫କେଜି ଅଧିକ ଚାଉଳ ମିଳିବ। ଏନେଇ ୧୯ଟି ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଯୋଗାଣ…

Kurnool Bus Fire: ବସରେ ଭୟାବହ ଅଗ୍ନିକାଣ୍ଡ; ଜିଅନ୍ତା ଜଳିଗଲେ ୨୦ଜଣ ଯାତ୍ରୀ

ଆନ୍ଧ୍ରପ୍ରଦେଶର କୁର୍ଣ୍ଣୁଲ୍ ଜିଲ୍ଲାର ଚିନ୍ନାଟେକୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ହାଇଦ୍ରାବାଦ-ବେଙ୍ଗାଲୁରୁ NHରେ ବସରେ ଲାଗିଲା ନିଆଁ।ହାଇଦ୍ରାବାଦରୁ ବେଙ୍ଗାଲୁରୁ ଯାଉଥିବା ଏକ ଯାତ୍ରୀବାହୀ ବସ୍‌ ‘କାବେରୀ ଟ୍ରାଭେଲ୍ସ’ ହଠାତ୍ ନିଆଁ ଲାଗିଯାଇଥିଲା। ବାଇକ୍ ସହ ଧକ୍କା ଦେବା ପରେ…