ତାଜା ଖବର ରାଜ୍ୟ Cyclone Montha: ମାଡ଼ି ଆସୁଛି ବାତ୍ୟା ‘ମୋନ୍ଥା’; ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି October 27, 2025 Papirani ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ମନ୍ଥାକୁ ଦୃଷ୍ଟିରେ ରଖି ଆସନ୍ତା ୩୦ ପର୍ଯ୍ୟନ୍ତ ୮ ଜିଲ୍ଲାରେ ସ୍କୁଲ ଛୁଟି। ଏ ନେଇ ପ୍ରେସମିଟ୍ରେ ସୂଚନା ଦେଲେ SRC ଦେଓରଞ୍ଜନ ସିଂହ । ସେ କହିଛନ୍ତି ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ…
ଖେଳ ତାଜା ଖବର ଦେଶ Shreyas Iyer ICU: ଆଇସିୟୁରେ ଭର୍ତ୍ତି ହେଲେ ଭାରତୀୟ ଟିମର ଉପ ଅଧିନାୟକ ଶ୍ରେୟସ ଆୟର October 27, 2025 Papirani ଆଇସିୟୁରେ ଭର୍ତ୍ତି ହେଲେ ଭାରତୀୟ ଦିନିକିଆ ଦଳର ଉପଅଧିନାୟକ ଶ୍ରେୟସ ଆୟର । ସିଡନୀ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି ହୋଇଥିବା ସୂଚନା । ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଦିନିକିଆରେ ଫିଲ୍ଡିଂ ବେଳେ ଆହତ ହୋଇଥିଲେ ଆୟର । ଶ୍ରେୟସଙ୍କର ରିବ୍ କେଜ୍…
ତାଜା ଖବର ଦେଶ Next CJI: ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ October 27, 2025 Papirani ଦେଶର ପରବର୍ତ୍ତୀ ପ୍ରଧାନ ବିଚାରପତି (ସିଜେଆଇ) ହେବେ ଜଷ୍ଟିସ ସୂର୍ଯ୍ୟକାନ୍ତ । ସୁପ୍ରିମକୋର୍ଟର ବର୍ତ୍ତମାନର ମୁଖ୍ୟ ବିଚାରପତି ବିଆର୍ ଗଭାଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟକୁ ଏକ ଚିଠି ଲେଖି ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କୁ ତାଙ୍କ ଉତ୍ତରାଧିକାରୀ ଭାବରେ ସୁପାରିଶ କରିଛନ୍ତି । ବର୍ତ୍ତମାନର…
ତାଜା ଖବର ରାଜ୍ୟ Cyclone Montha: ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ମୋନ୍ଥା October 27, 2025 Papirani ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ମୋନ୍ଥା’ । କାକିନାଡ଼ା ଠାରୁ ୬୮୦ କିମି ଦୂରରେ ଅବସ୍ଥିତ ‘ମୋନ୍ଥା’। ଘଣ୍ଟା ପ୍ରତି ୧୬ କିମି ବେଗରେ ଗତି କରୁଛି ‘ମୋନ୍ଥା’। ଆସନ୍ତା ୧୨ ଘଣ୍ଟା ମଧ୍ଯରେ ପଶ୍ଚିମ-ଉତ୍ତରପଶ୍ଚିମକୁ ଗତି କରିବ। ଅଧିକ ଘନୀଭୂତ…
ଖେଳ ଦେଶ ବିଶ୍ୱ ରାଜ୍ୟ Preetismita Bhoi sets World Record: ୟୁଥ୍ ଏସିଆନ୍ ଗେମ୍ସରେ ସ୍ୱର୍ଣ୍ଣ ପଦକ ଜିତି ବିଶ୍ୱ ରେକର୍ଡ କଲେ ପ୍ରୀତିସ୍ମିତା ଭୋଇ October 27, 2025 Nirvay ଓଡିଶାର ଯୁବ ୱେଟଲିଫ୍ଟର ପ୍ରୀତିସ୍ମିତା ଭୋଇ ନୂତନ ଏସିଆନ ଓ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି । ବାହାରିନରେ ଚାଲିଥିବା ତୃତୀୟ ଯୁବ ଏସୀୟ କ୍ରୀଡ଼ା (ୟୁଥ୍ ଏସିଆନ୍ ଗେମ୍ସ) ରେ ଢେଙ୍କାନାଳ ଜିଲ୍ଲାର ପ୍ରତିଭାଶାଳୀ ଝିଅ ପ୍ରିତିସ୍ମିତା ୪୪ କିଲୋଗ୍ରାମ…