Day: 28 October 2025

odisha-cm-holds-press-meet-after-review-of-cyclone-montha

Cyclone Montha: ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍

ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ୮ ଟି ଜିଲ୍ଲାର ଜିଲ୍ଲାପାଳ ଓ ଆର୍‌ଡିସିଙ୍କ ସହିତ ଗ୍ରାଉଣ୍ଡ ଜିରୋ ସ୍ଥିତି ନେଇ ବିସ୍ତୃତ ଆଲୋଚନା ହୋଇଛି । ଗଣମାଧ୍ୟମକୁ ସୂଚନା ଦେଇ…

Cyclone Montha: ମୋନ୍ଥା ସମୀକ୍ଷା ପାଇଁ କଣ୍ଟ୍ରୋଲ ରୁମ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି ରହିଛି। ଏହାରି ମଧ୍ୟରେ ମୋନ୍ଥା’ ସମୀକ୍ଷା ପାଇଁ କଣ୍ଟ୍ରୋଲ ରୁମ୍‌ରେ ଉପସ୍ଥିତ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ, SRC ମଧ୍ୟ ଉପସ୍ଥିତ ରହିଛନ୍ତି । ଯେଉଁ…

Cyclone Montha landfall process begins

Cyclone Montha: ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ

ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଆନ୍ଧ୍ର ପ୍ରଦେଶ ର କାକିନାଡ଼ା ଦେଇ ଅତିକ୍ରମ କରୁଛି ବାତ୍ୟା ‘ମୋନ୍ଥା’ । କାକିନାଡାରେ ସ୍ଥଳଭାଗ ଛୁଇଁ ଓଡ଼ିଶାରେ ପ୍ରବେଶ କରିବ ବାତ୍ୟା । ବାତ୍ୟା ମୋନ୍ଥାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ…

BJD files poll code violation complaint against Deputy CM

Nuapada Bypoll: ପ୍ରଭାତୀ ପରିଡ଼ାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲା ବିଜେଡି

ନୂଆପଡ଼ା ଉପନିର୍ବାଚନରେ ପ୍ରଚାର କରୁଥିବା ଉପମୁଖ୍ୟମନ୍ତ୍ରୀ ତଥା ମହିଳା, ଶିଶୁ ବିକାଶ ଓ ମିଶନଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଙ୍ଘନ କରିଥିବା ତଥ୍ୟ ଓ ପ୍ରମାଣ ସହ ଅଭିଯୋଗ କରିଛି ବିଜେଡି । ଆଜି ବିଜୁ…

Nuapada Bypoll: ଆସନ୍ନ ବାତ୍ୟା ଓ ଉପନିର୍ବାଚନ ପୂର୍ବରୁ ଡିଆଇଜିଙ୍କ ଛୁଟିରେ ଯିବାକୁ ନେଇ
ପ୍ରଶ୍ନ ଉଠାଇଲା ବିଜେଡି

ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ଆଜି ରାଜ୍ୟର ମୁଖ୍ୟ ନିର୍ବାଚନ କମିସନରଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ, ଯେଉଁଥିରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଲ ସିଂ ଅଚାନକ ଛୁଟିରେ ଯିବା ନେଇ ସନ୍ଦେହ ପ୍ରକଟ କରିଛନ୍ତି…

BJD stops Niranjan Bishi from traveling to America

Nuapada Bypoll: ନିରଞ୍ଜନ ବିଶିଙ୍କୁ ଆମେରିକା ଯାତ୍ରାରୁ ରୋକିଲା ବିଜେଡି

ମୁଣ୍ଡ ଉପରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସରଗରମ ହେଉଛି ରାଜନୈତିକ ପାଣିପାଗ । ନଭେମ୍ବର ୧୧ରେ ନିର୍ବାଚନ ଥିବାବେଳେ ପ୍ରଚାର ପ୍ରସାର ଜୋରଦାର ଚାଲିଛି । ବିଜେପି, ବିଜେଡି ଓ କଂଗ୍ରେସ, ୩ ପ୍ରମୁଖ ଦଳର ନେତା ନୂଆପଡ଼ାରେ…

CycloneMontha: ବାତ୍ୟା ମୋନ୍ଥାକୁ ନେଇ ଭୟ ନ ହୋଇ ସଜାଗ ରହିବାକୁ ବାର୍ତ୍ତା ଦେଲେ ନବୀନ ପଟ୍ଟନାୟକ

ବାତ୍ୟା ମୋନ୍ଥାକୁ ନେଇ ରାଜ୍ୟବାସୀଙ୍କୁ ଭିଡ଼ିଓ ବାର୍ତ୍ତା ଦେଇଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ । ବାତ୍ୟା ମୋନ୍ଥା ପାଇଁ ଭୟଭୀତ ନ ହୋଇ ସଜାଗ ରହିବା ସହ ଏକାଠି ଏହି ବାତ୍ୟାର ଦୃଢ଼ ମୁକାବିଲା…

odisha-cm-holds-press-meet-after-review-of-cyclone-montha

Nuapada Bypoll: ନୂଆପଡ଼ାରେ ବିଜେପି ପକ୍ଷରୁ ଆୟୋଜିତ ହେଲା ଆଦିବାସୀ ସମାଜ ସମ୍ମିଳନୀ

ନୁଆପଡ଼ା ବିଧାନସଭା ଉପନିର୍ବାଚନ ରେ ବର୍ତ୍ତମାନ ପ୍ରଚାର ଜୋର୍ ଧରିଲାଣି । ଆଜି ବିଜେପି ପକ୍ଷରୁ ସରାବୋଙ୍ଗ ପଞ୍ଚାୟତ ଅଧିନସ୍ଥ ଭଇଁସମୁଣ୍ଡି ଗ୍ରାମ ଠାରେ ଏକ ଆଦିବାସୀ ସମାଜ ସମ୍ମିଳନୀ କାର୍ଯକ୍ରମ ଆୟୋଜିତ ହୋଇ ଯାଇଛି । ଏଥିରେ ଓଡ଼ିଶା ସରକାରଙ୍କ…

Vigilance Awareness: ଦୁର୍ନୀତିରେ ଯୁବ ଅଧିକାରୀଙ୍କ ସଂପୃକ୍ତି ନେଇ କ୍ଷୋଭ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ କ୍ଷୋଭ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏହି ଅବସରରେ ସରକାରୀ ଅଧିକାରୀମାନଙ୍କୁ ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହିତ ଯୁବପୀଢ଼ି ଦୁର୍ନୀତିରେ ଲିପ୍ତ ହେବା ନେଇ ମୁଖ୍ୟମନ୍ତ୍ରୀ…

Cyclone Montha: ବାତ୍ୟା ମୋନ୍ଥା; ଜିରୋ କାଜୁଆଲିଟି ଲକ୍ଷ୍ଯରେ ସରକାର କାର୍ଯ୍ୟ କରୁଛନ୍ତି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାର ମୁକାବିଲା ସମ୍ପର୍କରେ ସମୀକ୍ଷା କରିଛନ୍ତି । ସେ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ, ପ୍ରତ୍ୟେକ ବିପର୍ଯ୍ୟୟରେ ଆମର ଏକମାତ୍ର ଲକ୍ଷ୍ୟ ହେଉଛି ଜିରୋ କାଜୁଆଲ୍‌ଟି ।…