Day: 29 October 2025

SIExamScam: ଏସ୍ଆଇ ପରୀକ୍ଷା ଘୋଟାଲା ମାମଲା:୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ

ପୁଲିସ୍‌ ସବ୍ ଇନ୍ସପେକ୍ଟର ପରୀକ୍ଷା ଘୋଟାଲା ମାମଲାରେ ଗିରଫ ୧୧୪ ଏସ୍ଆଇ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ। ବ୍ରହ୍ମପୁର ଭିଜିଲାନ୍ସ କୋର୍ଟ ୫୦ ହଜାର ଟଙ୍କା ଓ ୨ ଜାମିନଦାରଙ୍କ ବଦଳରେ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି । କିନ୍ତୁ ମାଷ୍ଟରମାଇଣ୍ଡ ମୁନା…

Fire At Lok Seva Bhawan: ଲୋକସେବା ଭବନରେ ଅଗ୍ନିକାଣ୍ଡ

ଆଜି ଲୋକସେବା ଭବନରେ ଅଗ୍ନିକାଣ୍ଡ ହୋଇଛି । ବିଦ୍ୟୁତ୍ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା । ଏକ ଛୋଟ ଧରଣର ଅଗ୍ନିକାଣ୍ଡ ହୋଇଥିବାବେଳେ ନିଆଁକୁ ଆୟତ୍ତ କରାଯାଇଛି । ବିଦ୍ୟୁତ ସର୍ଟସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା କୁହାଯାଉଛି । ତେବେ…

MaoistSurrender: ଆତ୍ମସମର୍ପଣ କଲେ ୨ ମାଓ ନେତା; ନାଁରେ ଥିଲା ଦେଢ କୋଟିରୁ ଅଧିକ ଟଙ୍କା ପୁରସ୍କାର

ତେଲେଙ୍ଗାନାରେ ଆତ୍ମସମର୍ପଣ କଲେ ୨ ମାଓ ନେତା ।ହାର୍ଡକୋର୍ ସେଣ୍ଟ୍ରାଲ୍ କମିଟି ମେମ୍ବର ପୁଲୁରି ରାଓଙ୍କ ସମେତ ଷ୍ଟେଟ୍ କମିଟି ମେମ୍ବର ବାଣ୍ଡି ପ୍ରକାଶ ଓରଫ୍ ପ୍ରଭାତଙ୍କ ଆତ୍ମସମର୍ପଣ । ୨ ମାଓ ନେତାଙ୍କ ନାଁରେ ଦେଢ କୋଟିରୁ ଅଧିକ ଟଙ୍କାର…

DroupadiMurmu: ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଅମ୍ବାଲା ବାୟୁସେନା ଷ୍ଟେସନରୁ ରାଫେଲ ଯୁଦ୍ଧ ବିମାନ ଉଡ଼ାଣ ଭରିଛନ୍ତି। ଅପରେସନ ସିନ୍ଦୂରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିଭାଇଥିବା ରାଫେଲରେ ଉଡ଼ାଣ ଭାରିଛନ୍ତି ରାଷ୍ଟ୍ରପତି । ଉଡ଼ାଣ ସମୟରେ ସଶସ୍ତ୍ର ବାହିନୀର ସର୍ବୋଚ୍ଚ କମାଣ୍ଡର ଅମ୍ବାଲା ଏୟାରବେସରେ…

Cyclone Montha: ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ‘ମୋନ୍ଥା’

ବାତ୍ୟା ମୋନ୍ଥାକୁ ନେଇ ବଡ଼ ଅପଡେଟ୍‌ । ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ମୋନ୍ଥା । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗତକାଲି ରାତି ୧୧ଟା ୩୦ରୁ ୧୨ଟା ୩୦ ମଧ୍ୟରେ ଆନ୍ଧ୍ର ଉପକୁଳକୁ ମଛଲିପାଟନମ ଏବଂ କଳିଙ୍ଗପାଟନମ ମଝିରେ…