Day: 29 October 2025

BJP intensifies campaign ahead of Nuapada bypoll

Nuapada By-Election: ନୂଆପଡ଼ାରେ ବିଜେପିର କୁମ୍ଭାର ସମାବେଶ

ନୂଆପଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କୋମନା ବ୍ଲକର ରେଙ୍ଗ ଠାରେ ନୂଆପଡା କୁମ୍ଭାର ସମାଜ ଓ କୁମ୍ଭାର ଯୁବାମଞ୍ଚ ଓଡିଶା ତରଫରୁ ସାମାଜିକ ସମାରୋହ ଅୟୋଜିତ ହୋଇଯାଇଛି । ଏହି ସମାବେଶ ରେ ଓଡ଼ିଶା ସରକାର ଙ୍କ ସମବାୟ ମନ୍ତ୍ରୀ ପ୍ରଦୀପ…

Rohit Sharma becomes No. 1 ODI Batter in ICC Rankings

Rohit Sharma Tops ICC ODI Rankings: ବିଶ୍ୱର ୧ ନମ୍ବର ODI ବ୍ୟାଟସମ୍ୟାନ୍ ହେଲେ ରୋହିତ୍ ଶର୍ମା

ଅଷ୍ଟ୍ରେଲିଆ ODI ଜରିଆରେ ରୋହିତ ଶର୍ମାଙ୍କ ଜବରଦସ୍ତ କମ୍‌ବ୍ୟାକ୍ । ଭାରତୀୟ ଓପନର ରୋହିତ ଶର୍ମା ଆଜି ଇତିହାସ ସୃଷ୍ଟି କରିଛନ୍ତି । ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଦ୍ୱାରା ପ୍ରକାଶିତ ODI ବ୍ୟାଟିଂ ରାଙ୍କିଙ୍ଗରେ ରୋହିତ୍ ଶୀର୍ଷ ସ୍ଥାନରେ ପହଞ୍ଚିଛନ୍ତି…

Minor Reshuffle in OJS: ପବିତ୍ର ମୋହନ ସାମଲ ହେଲେ ଆଇନ ସଚିବ

ପବିତ୍ର ମୋହନ ସାମଲ ଆଇନ ବିଭାଗର ନୂଆ ପ୍ରମୁଖ ସଚିବ । ରାଜ୍ୟ ସରକାର ନୂଆ ଆଇନ ବିଭାଗର ପ୍ରଧାନ ସଚିବ ନିଯୁକ୍ତ କରିଛନ୍ତି। ବଲାଙ୍ଗୀର ଜିଲ୍ଲା ଓ ଦୌରା ଜଜ୍‍ ଭାବେ କାର୍ଯ୍ୟ କରୁଥିବା ଡ. ପବିତ୍ର ମୋହନ ସାମଲ…

Congress slams Odisha Govt over Starvation Death in Jajpur

Starvation Death in Jajpur: ନିଶା ମାଙ୍କଡ଼ିଆ ଅନାହାର ମୃତ୍ୟୁ ଆଦିବାସୀ ମୁଖ୍ୟମନ୍ତ୍ରୀଙ୍କ ଉପରେ ଏକ କଳଙ୍କ: କଂଗ୍ରେସ

ଯାଜପୁର ଜିଲ୍ଲା ସୁକିନ୍ଦାରେ ଅନାହାର ମୃତ୍ୟୁକୁ ନେଇ ରାଜ୍ୟ କଂଗ୍ରେସ ଭବନ ରେ ଆୟୋଜିତ ସାମ୍ବାଦିକ ସମିଳନୀରେ କଂଗ୍ରେସ ବିଧାୟକ ଅଶୋକ ଦାସ କହିଛନ୍ତି ସରକାର ଆଦିବାସୀଙ୍କ ସୁରକ୍ଷା ଏବଂ ଉନ୍ନତି ପାଇଁ ଯେଉଁ ଡିଣ୍ଡିମ ପିଟୁଛନ୍ତି ତାହାର ନଗ୍ନ ଚିତ୍ର…

BJP’s Grand Mishrana Parba in Nuapada

Nuapada Bypoll: ନୂଆପଡା ରେ ବିଜେପି ର ବିଶାଳ ମିଶ୍ରଣ ପର୍ବ

ଆଜି ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଜୋନ୍ ୭ ଆମାନାରା ଠାରେ ଏକ ବିଶାଳ ମିଶ୍ରଣ ପର୍ବ ଆୟୋଜିତ ହୋଇଥିଲା । ବିଜେପି ପ୍ରତି ନିଜର ବିଶ୍ୱାସ ଓ ଆସ୍ଥା ପ୍ରକାଶ କରି ବିଜେଡି ଏବଂ କଂଗ୍ରେସ ଦଳ ର ଅନେକ ସରପଞ୍ଚ,ସମିତି…

Nuapada By-Election: ନୂଆପଡ଼ା କଂଗ୍ରେସ କାର୍ଯ୍ୟାଳୟକୁ ଧସେଇ ପଶିଲା ପୋଲିସ

ନୂଆପଡ଼ା କଂଗ୍ରେସ କାର୍ଯ୍ୟାଳୟକୁ ଧସେଇ ପଶିଲା ପୋଲିସ। ମନରେଗା କାର୍ଯ୍ୟ ଓ ବିଜେପି ସରକାରଙ୍କ ଦାଦନ ଚାଲାଣରେ ଭୂମିକାକୁ ନେଇ ଏକ ସାମ୍ବାଦିକ ସମ୍ମିଳନୀ ହେଉଥିବା ବେଳେ କାର୍ଯ୍ୟାଳୟକୁ ଧସେଇ ପଶିଲା ନୂଆପଡା ପୋଲିସ । ଏହାପରେ ପୋଲିସ ଓ କଂଗ୍ରେସ…

AUS vs IND T20: ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଟି-୨୦ ବାତିଲ୍

କାନବେରାରେ ଖେଳା ଯାଉଥିବା ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ବର୍ଷାରେ ବାତିଲ୍। ବର୍ଷାରେ ଧୋଇଗଲା ମାନୁକା ଓଭାଲର ମ୍ୟାଚ । ଭାରତ ୯୭/୧ ଥିବା ବେଳେ ବର୍ଷା ପାଇଁ ବନ୍ଦ ରହିଥିଲା ମ୍ୟାଚ । ବର୍ଷା ଯୋଗୁଁ…

Rajendra Dholakia’s wife joins Nuapada Bypoll Campaign

Nuapada Bypoll Campaign: ପ୍ରଚାର ମଇଦାନରେ ରାଜୁ ଭାଇ ଢୋଲକିଆଙ୍କ ପତ୍ନୀ

ନୂଆପଡ଼ାରେ ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ହେବାରେ ଲାଗିଛି । ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ କଳ୍ପନା ଢୋଲକିଆ । ବିଜେପି ସମର୍ଥିତ ପ୍ରାର୍ଥୀ ଜୟ ଢୋଲକିଆ ତଥା ପୁଅଙ୍କ ସପକ୍ଷରେ ଘର ଘର ବୁଲି…

Goods Train Derailed: ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ; ଟ୍ରାକରୁ ବାହାରିଗଲା ଟ୍ରେନର ୧୦ ବଗି

ରାଉରକେଲା-ରାଞ୍ଚି ମୁଖ୍ୟ ରେଳପଥରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ । ବାନୋ ଓ କନରାୱା ଷ୍ଟେସନ ମଧ୍ୟରେ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ମାଲବାହୀ ଟ୍ରେନ୍‌ର ପ୍ରାୟ ୧୦ଟି ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଏହାପରେ ରାଉରକେଲା-ରାଞ୍ଚି ରେଳପଥରେ ଟ୍ରେନ ଚଳାଚଳ…

Odisha +2 Results 2026 Declared: Girls Outshine Boys in All Streams

Plus Two Form Fillup: ବାତ୍ୟା ‘ମୋନ୍ଥା’ ପାଇଁ ବୃଦ୍ଧି ହେଲା ଯୁକ୍ତ ୨ ଫର୍ମ ପୂରଣ ଅବଧି

ବାତ୍ୟା ‘ମୋନ୍ଥା’ ପାଇଁ ଯୁକ୍ତ ୨ ଫର୍ମ ପୂରଣ ଶେଷ ତାରିଖ ଅବଧି ବୃଦ୍ଧି । ନଭେମ୍ୱର ୩ ତାରିଖ ପର୍ଯ୍ୟନ୍ତ ଫର୍ମ ପୂରଣ ଅବଧି ବୃଦ୍ଧି ହୋଇଛି । ଅକ୍ଟୋବର ୨୮ ତାରିଖ ଥିଲା ଫର୍ମ ପୂରଣ ଶେଷ ତାରିଖ…