Month: October 2025

+2 Exam: ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

ଫେବ୍ରୁଆରୀ ୧୫ରୁ ୨୫ ଭିତରେ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା। ଫେବ୍ରୁଆରୀ ୧୫ରୁ ୨୫ ମଧ୍ୟରେ ଯେକୌଣସି ତାରିଖରେ ଆରମ୍ଭ ହୋଇପାରେ କଳା, ବିଜ୍ଞାନ, ବାଣିଜ୍ୟ ସମେତ ଧନ୍ଦାମୂଳକ ଶିକ୍ଷା ଓ ସଂସ୍କୃତରେ ପରୀକ୍ଷା । ଏନେଇ ଆଜି ସୂଚନା…

SI Exam Scam: ଏସ୍ଆଇ ପରୀକ୍ଷାରେ କେଳେଙ୍କାରୀ ମାମଲା: ମୋଷ୍ଟ ୱାଣ୍ଟେଡ୍‌ ଦଲାଲ୍ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ ଗିରଫ

ପୋଲିସ ଏସ୍ଆଇ ପରୀକ୍ଷା କେଳେଙ୍କାରୀ ମାମଲାକୁ ନେଇ ବଡ଼ ଖୁଲାସା କରିଛନ୍ତି କ୍ରାଇମ୍‌ବ୍ରାଞ୍ଚ ଡିଜି। ସେ କହିଛନ୍ତି ଏହି ମାମଲାରେ ମୋଷ୍ଟ ୱାଣ୍ଟେଡ୍‌ ଦଲାଲ୍ ମୁନା ମହାନ୍ତି ଓ ଜଣେ ମହିଳା ସମେତ ୩ ଗିରଫ । ସୁକାନ୍ତ ମହାରଣା, ସୌମ୍ୟା…

maoist: ମାଓବାଦୀଙ୍କୁ ଧରାନ୍ତୁ କୋଟିପତି ହୁଅନ୍ତୁ: ପୁରସ୍କାର ପୋଷ୍ଟର ଜାରି କଲା ପୋଲିସ୍

ମାଓବାଦୀଙ୍କୁ ଧରି କୋଟିପତି ହେବାକୁ ପୋଷ୍ଟର ଜାରି କଲା ବୌଦ୍ଧ ପୋଲିସ । ଯେଉଁଥିରେ ମାଓବାଦୀଙ୍କ ନାଁ ସହ ପୁରସ୍କାର ରାଶି ଉଲ୍ଲେଖ ରହିଛି । ମାଓବାଦୀଙ୍କୁ ଧରାନ୍ତୁ, ଆଉ କୋଟିପତି ହୁଅନ୍ତୁ ବୋଲି ବିଭିନ୍ନ ସ୍ଥାନରେ ପୋଷ୍ଟର ମାରିଛି ବୌଦ୍ଧ…

Odia teacher raped and murdered: ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା

ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା । ପଶ୍ଚିମବଙ୍ଗରେ ଓଡ଼ିଶାର ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମନରୁ ନଯାଉଣୁ ହାଇଦ୍ରାବାଦର ପେଟବଶିରାବାଦର କୋମପାଲି ଅଞ୍ଚଳରେ ଓଡ଼ିଶାର ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ସ୍ବାମୀ…

Nuapada Bypoll: ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ହଟାଇଲା ବିଜେଡି

ନୂଆପଡା ରାଜନୀତିରେ ବଡ଼ ହଲଚଲ । ନୂଆପଡ଼ା ନିର୍ବାଚନ ପୂର୍ବରୁ ଭାନୁପ୍ରତାପ ସିଂହଙ୍କ ଉପରୁ ବହିଷ୍କାର ହଟିଛି । ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ବରିଷ୍ଠ ଆଦିବାସୀ ନେତା ଭାନୁ ପ୍ରତାପ ସିଂହ ମାଝୀ । କଂଗ୍ରେସର ପ୍ରାର୍ଥୀ ଘାସିରାମ ମାଝୀଙ୍କ ପୁତୁରା…

BJP Announces New Office Bearers: ରାଜ୍ୟ ବିଜେପିର ନୂଆ ପଦାଧିକାରୀ ତାଲିକା ଘୋଷଣା

ରାଜ୍ୟ ବିଜେପିର ନୂଆ ପଦାଧିକାରୀ ତାଲିକା ଘୋଷଣା। ପ୍ରକାଶିତ ନୂତନ ପଦାଧିକାରୀ ତାଲିକାରେ ୧୦ ଜଣ ଉପସଭାପତି, ୪ ଜଣ ସାଧାରଣ ସମ୍ପାଦକ, ୧୦ ଜଣ ସମ୍ପାଦକ, ଜଣେ କୋଷାଧ୍ୟକ୍ଷ ଓ ଜଣେ ଉପ କୋଷାଧ୍ୟକ୍ଷ ରହିଛନ୍ତି । ଉପସଭାପତି ତାଲିକାରେ…

Vehicles Blacklist: ବ୍ଲାକ ଲିଷ୍ଟ ହେଲା ୨୫୮ଟି ଗାଡ଼ି; ରେଜିଷ୍ଟ୍ରେସନ୍ ରଦ୍ଦ ପାଇଁ ଚିଠି

ବେପରୁଆ ଭାବେ ବାରମ୍ବାର ଟ୍ରାଫିକ୍ ନିୟମ ଉଲ୍ଲଂଘନ କରୁଥିବା ଅମାନିଆ ଗାଡ଼ି ଚାଳକଙ୍କ ପାଇଁ କଡ଼ା ପଦକ୍ଷପ ନେଇଛି କମିଶନରେଟ୍ ଟ୍ରାଫିକ୍ ପୋଲିସ। ଯେଉଁମାନେ ଏକାଧିକବାର ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନ କରୁଛନ୍ତି, ସେମାନଙ୍କ ଗାଡ଼ି ପଞ୍ଜିକରଣ ରଦ୍ଦ କରିବାକୁ କମିଶନରେଟ୍ ପୋଲିସ…

Low Pressure Area: ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା

ଆସୁଛି ଆଉ ଏକ ଲଘୁଚାପ। ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବ। ଏନେଇ କିଛି…

Naveen Pattnaik birthday: ଜନ୍ମଦିନରେ ଜନ ସମ୍ପର୍କ ପଦଯାତ୍ରାରେ ଯୋଗ ଦେଲେ ନବୀନ ପଟ୍ଟନାୟକ

ଓଡିଶା ର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ୭୯ ବର୍ଷ ରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ ଆଜି ପୂର୍ବାହ୍ନ ରେ ଭୁବନେଶ୍ୱର…

NuapadaBypoll: ନୂଆପଡ଼ାରେ ବିଜେପିର ଶକ୍ତି ପ୍ରଦର୍ଶନ

ଆଜି ନୂଆପଡ଼ାରେ ବିଶାଳ ସମାବେଶ ହୋଇଛି । ଉପନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରଚାର ପ୍ରସାର ସେତିକି ଜୋରରେ ଆରମ୍ଭ ହୋଇଛି । ବିଜେପି ତାର ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ଶକ୍ତି ପ୍ରଦର୍ଶନ କରିବା ଆରମ୍ଭ କରିଦେଇଛି । ନୂଆପଡ଼ାରେ…