Month: October 2025

nuapada-bypoll-congress Gear Up for High-Stakes Battle-bjd-in-dilemma

ନୂଆପଡ଼ାରେ କଂଗ୍ରେସ ପ୍ରାର୍ଥୀଙ୍କ ଜୋରଦାର ପ୍ରଚାର; ବିଜେଡିରେ ହାହାକାର

ନୂଆପଡ଼ା ଉପନିର୍ବାଚନ ପାଇଁ ସରଗରମ ହେଲାଣି ପ୍ରଚାର ମଇଦାନ । ନୂଆପଡ଼ା ଆଦିବାସୀ ଅଞ୍ଚଳ ହୋଇଥିବାବେଳେ ଭୋଟ୍ ହାତେଇବାକୁ ଆଦିବାସୀ କାର୍ଡ ଖେଳିଛି କଂଗ୍ରେସ । କଂଗ୍ରେସ ନୂଆପଡ଼ା ଜିଲ୍ଲା ସଭାପତି ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରି ଆଦିବାସୀ ଭୋଟ୍ ହାତେଇବାକୁ…

ଅର୍ଥନୀତି ବିଜ୍ଞାନରେ ୩ ବିଶିଷ୍ଟ ବୈଜ୍ଞାନିକଙ୍କୁ ମିଳିବ ନୋବେଲ ପୁରସ୍କାର

ଅର୍ଥନୀତି ବିଜ୍ଞାନରେ ୩ ବିଶିଷ୍ଟ ଅର୍ଥନୀତିଜ୍ଞଙ୍କୁ ନୋବେଲ ପୁରସ୍କାର । ଜୋଏଲ୍ ମୋକିର୍, ଫିଲିପ୍ ଆଘିଅନ୍, ଏବଂ ପିଟର୍ ହାୱିଟଙ୍କୁ ଚଳିତ ବର୍ଷ ପାଇଁ ‘ଅର୍ଥନୀତି ବିଜ୍ଞାନ’ରେ ନୋବେଲ ପୁରସ୍କାର ପ୍ରଦାନ କରାଯିବ। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ପକ୍ଷରୁ…

Shadow of economic pressure on shine of gold

ହୁ ହୁ ହୋଇ ବଢ଼ି ଚାଲିଛି ସୁନା, ରୂପା ଦର; ନିବେଶ ପାଇଁ ଭଲ

ସୁନା ଓ ରୂପା ମୂଲ୍ୟରେ ନିରନ୍ତର ବୃଦ୍ଧି ଜାରି ରହିଛି । ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧,୧୦,୫୦୯ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୧,୦୧୩୦୦ ଟଙ୍କା ରହିଛି…

ବଢ଼ିଲା ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପୋତ୍ସାହନ ଅବଧି

ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ଆବେଦନ ଅବଧି ବଢ଼ିଲା । ଇ-ମେଧାବୃତ୍ତି, ବ୍ୟାସକବି ଫକୀରମୋହନ ଭାଷାବୃତ୍ତି ଆବେଦନ ଅବଧି ବୃଦ୍ଧି ହୋଇଛି। ଏହା ସହ ଗୋପବନ୍ଧୁ ଶିକ୍ଷା ସହାୟତା ଯୋଜନା ଅବଧି ମଧ୍ୟ ବୃଦ୍ଧି କରାଯାଇଛି। ଯୋଜନାରେ ଆବେଦନ ପ୍ରକ୍ରିୟା…

ରାଜ୍ୟ ସରକାରୀ କୋଠା ବାହାରେ ଲାଗିବ ସିସିଟିଭି

ରାଜ୍ୟର ସମସ୍ତ ସରକାରୀ କୋଠା ବାହାରେ ଲାଗିବ ସିସିଟିଭି ଦିନକୁ ଦିନ ବୃଦ୍ଧି ପାଉଥିବା ଅପରାଧକୁ ଦୃଷ୍ଟିରେ ରହି ରାଜ୍ୟ ସରକାର ସରକାରୀ କୋଠା ବାହାରେ ସିସିଟିଭି ଲଗାଇବାକୁ ନିଷ୍ପତି ନେଇଛନ୍ତି। ଏହି ସିସିଟିଭି ଅତିକମ୍‌ରେ ୫୦୦ ମିଟର ଯାଏଁ କଭରେଜ…

Mamata Banerjee

ନାରୀ ହୋଇ ବି ମମତା ହୀନ ମମତା

ପଶ୍ଚିମବଙ୍ଗ ବର୍ଦ୍ଧମାନ ଜିଲ୍ଲା ଦୁର୍ଗାପୁରସ୍ଥିତ ଏକ ଘରୋଇ ମେଡିକାଲ କଲେଜରେ ପଢ଼ୁଥିବା ବାଲେଶ୍ୱର ଜିଲ୍ଲା ଜଳେଶ୍ୱରର ଏମ୍‌ବିବିଏସ୍‌ ଦ୍ଵିତୀୟ ବର୍ଷର ଛାତ୍ରୀ ଗଣଧର୍ଷଣର ଶିକାର ହୋଇଛନ୍ତି । ହେଲେ ଆଶ୍ଚର୍ଯ୍ୟଜନକ କଥା ହେଉଛି ଓଡ଼ିଆ ଛାତ୍ରୀଙ୍କୁ ଗଣଧର୍ଷଣ ପରେ ବି ପଶ୍ଚିମବଙ୍ଗ…

ପୁରୀ କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟରେ ମୁଖ୍ୟମନ୍ତ୍ରୀ; ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ଆଲୋଚନା ଚକ୍ରରେ ଦେଲେ ଯୋଗ

ଆଜି କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟ, ପୁରୀ ଠାରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି…

ଭୁବନେଶ୍ବରରେ ବିଏମସି ଅଞ୍ଚଳରେ ଅଛନ୍ତି ୪୭,୧୨୬ ବୁଲା କୁକୁର

ରାଜ୍ୟରେ ପ୍ରଥମ ଥର ପାଇଁ ଭୁବନେଶ୍ୱରରେ ବୁଲା କୁକୁର ଗଣନା କରାଯାଇଥିଲା। ଗତ ସେପ୍ଟେମ୍ବର ୧୮ରୁ ୨୫ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ଯ୍ୟାୟରେ ବିଏମସି ପକ୍ଷରୁ ଦୁଇଟି ପର୍ଯ୍ୟାୟରେ କୁକୁର ଗଣନା କରାଯାଇଥିଲା । ବିଏମସି ଅଞ୍ଚଳରେ ୪୭,୧୨୬ ବୁଲା କୁକୁର…

ପୁରୀ ଯିବା ରାସ୍ତାରେ ସତ୍ୟବାଦୀ ନିକଟରେ ପଇଡ ପିଇ ବିକ୍ରେତାଙ୍କ ସହ ସୁଖଦୁଃଖ ହେଲେ ମୁଖ୍ୟମନ୍ତ୍ରୀ

ପୁରୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ ଗସ୍ତ ସମୟରେ ବାଟରେ କାଦୁଆ ଠାରେ ଅଟକି ଜଣେ ପଇଡ ବିକ୍ରେତା ଠାରୁ ପଇଡ କିଣି ପିଇଥିଲେ ଏବଂ ପଇଡ ବିକ୍ରେତା ଶ୍ରୀଧର…

ଜନ୍ମଦିନରେ ପଦଯାତ୍ରା କରିବେ ନବୀନ ପଟ୍ଟନାୟକ

ଜନ୍ମଦିନରେ ପଦଯାତ୍ରା କରିବେ ନବୀନ ପଟ୍ଟନାୟକ । ଅକ୍ଟୋବର ୧୬ ନିଜ ଜନ୍ମଦିନରେ ପଦଯାତ୍ରାକୁ ଓହ୍ଲାଇବେ ନବୀନ । ଏ ନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଜିଲ୍ଲା ବିଜେଡି ସଭାପତି ଅଶୋକ ପଣ୍ଡା । ସେ କହିଛନ୍ତି ନବୀନ ପଟ୍ଟନାୟକ ଗଙ୍ଗନଗର…