Month: October 2025

୧୧ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା 

ରାଜ୍ୟ ଉପରେ ଆଉ ଏକ ଘୁର୍ଣ୍ଣିବଳୟ ସମ୍ଭାବନା ରହିଛି। ବିଭିନ୍ନ ସ୍ଥାନରେ ୧୧ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା । ଅଧିକାଂଶ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଜୁଳି ଘଡ଼ଘଡ଼ି…

୨୦୨୫ ବର୍ଷ ପାଇଁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା

୨୦୨୫ ବର୍ଷ ପାଇଁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା ହୋଇଛି। ଜନ୍ କ୍ଲାର୍କ, ମିଶେଲ ଏଚ୍. ଡେଭୋରେଟ, ଜନ୍ ଏମ୍. ମାର୍ଟିନିସଙ୍କୁ ନୋବେଲ୍‌। ମାକ୍ରୋସ୍କୋପିକ କ୍ୱାଣ୍ଟମ ମେକାନିକାଲ ଟନେଲିଂ ଗବେଷଣା ପାଇଁ ପାଇବେ ଏହି ସମ୍ମାନଜନକ ନୋବେଲ ପୁରସ୍କାର। ୧୯୮୦ରୁ…

ମୋହନ ସରକାର ଆସିବା ପରେ ଗଞ୍ଜାମରେ ହୋଇଛି ୧୨୮ ମର୍ଡର: ବିଜେଡି

ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି ବୋଲି ବିଜୁ ଜନତା ଦଳ ତରଫରୁ ଅଭିଯୋଗ କରାଯାଇ ଆସୁଥିବା ବେଳେ, ଗତ ଏକ ସପ୍ତାହ ମଧ୍ୟରେ ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତି ଅଣାୟତ ହୋଇ ପଡିଛି ବୋଲି ଅଭିଯୋଗ କରି ଆଜି ରାଜ୍ୟ ବିଜେପି…

ସରକାରର ମୁଖ୍ୟ ଭାବରେ ୨୫ ବର୍ଷରେ ପଦାର୍ପଣ କଲେ ମୋଦି

ସରକାରର ମୁଖ୍ୟ ଭାବରେ ୨୫ବର୍ଷରେ ପଦାର୍ପଣ କଲେ ମୋଦି । ଏ ନେଇ ଆଜି ସୋସିଆଲ ମିଡିଆ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି ମୋଦି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନିଜ ପୁରୁଣା ଦିନକୁ ମନେ ପକାଇଛନ୍ତି ଯେତେବେଳେ ସେ ୨୦୦୧ ମସିହାରେ…

ବାଲେଶ୍ବରରେ କର୍ଫ୍ୟୁ ଖବର ମିଛ: ଏସ୍‌ପି

ବାଲେଶ୍ବରରେ କର୍ଫ୍ୟୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଏହା ଖବର ମିଛ ବୋଲି ସୂଚନା ଦେଲେ ବାଲେଶ୍ବର ଏସ୍‌ପି। ସେ କହିଛନ୍ତି କିଛି ଗଣମାଧ୍ୟମରେ ରାତ୍ରକାଳୀନ କର୍ଫ୍ୟୁ ଖବର ପ୍ରକାଶିତ ହୋଇଥିଲା । କିନ୍ତୁ ବାଲେଶ୍ବରରେ କୌଣସି ନାଇଟ କର୍ଫ୍ୟୁ…

ଅଶାନ୍ତ ଗଞ୍ଜାମ, ଭୁଶୁଡ଼ି ଗଲାଣି ଆଇନ ବ୍ୟବସ୍ଥା  

ଅଶାନ୍ତ ହୋଇପଡ଼ିଛି ଗଞ୍ଜାମ ସହର । ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଛି । ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ମୃତ୍ୟୁ ହୋଇଛି । ରାଜରାସ୍ତାରେ ରକ୍ତର ଛିଟା । କଥା କଥାରେ ବୁଲୁଛି ଖଣ୍ଡା ଭୁଜାଲି…

କଟକରୁ ହଟିଲା କର୍ଫ୍ୟୁ

କଟକରୁ ହଟିଲା କର୍ଫ୍ୟୁ। କର୍ଫ୍ୟୁ କଟକଣା ପ୍ରତ୍ୟାହାର କରାଯାଇଥିବା ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ। ସେ କହିଛନ୍ତି ଏବେ ପରିସ୍ଥିତି ଉପରେ ନଜର ରଖାଯାଇଛି। ସମ୍ବେଦନଶୀଳ ସ୍ଥାନମାନଙ୍କରେ ପୋଲିସ ମୁତୟନ କରାଯାଇଛି। କର୍ଫ୍ୟୁ ସମୟରେ କୌଣସି…

ଭାଇଚାରାର ସହର କଟକ; ଫେରିଆସୁ ଶାନ୍ତି 

ହଜାର ବର୍ଷର ସହର ହେଉଛି କଟକ । ଭାଇଚାରାର ଅନନ୍ୟ ନିଦର୍ଶନ ଦିଏ ଏହି ସହର । ଏହାର ଏକ ଉଦାହରଣ ହେଉଛି ଦଶହରା । ପ୍ରତିବର୍ଷ ମା’ ଦୁର୍ଗାଙ୍କ ପୂଜା ସମୟରେ ସମସ୍ତ କଟକବାସୀ ବାଦବିବାଦ ଭୁଲି ଏକାଠି ହୋଇ…

ଆଇନଜୀବୀ ପୀତବାସ ପଣ୍ଡାଙ୍କ ଜଘନ୍ୟ ହତ୍ୟା ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଗତ କାଲି ବ୍ରହ୍ମପୁରର ବରିଷ୍ଠ ଆଇନଜୀଵୀ ତଥା ବିଜେପି ନେତା ପୀତବାସ ପଣ୍ଡା ଙ୍କ ଜଘନ୍ୟ ଓ ଅମାନୁଷିକ ହତ୍ୟାକାଣ୍ଡରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଏହି ଘଟଣାକୁ ଦୃଢ଼ ନିନ୍ଦା କରିବା…

କଟକରେ ସ୍ଥିତି ସ୍ବାଭାବିକ; କୋହଳ ହେଲା କର୍ଫ୍ୟୁ କଟକଣା

କଟକ ସହରରେ କୋହଳ ହେଲା କର୍ଫ୍ୟୁ କଟକଣା । କର୍ଫ୍ୟୁ ଅବଧି ବୃଦ୍ଧି ନିର୍ଦ୍ଦେଶନାମା ନ ଆସିବାରୁ କଟକଣା କୋହଳ କରାଯାଇଛି । ସହରରେ ସ୍ଥିତି ସ୍ବାଭାବିକ ଥିବାରୁ କର୍ଫ୍ୟୁ କଟକଣାକୁ କୋହଳ କରାଯାଇଛି । ପରବର୍ତ୍ତୀ ନିର୍ଦ୍ଦେଶ ଆସିନଥିବାରୁ କର୍ଫ୍ୟୁ…