ବ୍ୟବସାୟ Nuapada Bypoll: ବିଜେଡି ନେତାଙ୍କ ଆକ୍ରମଣ ପ୍ରସଙ୍ଗ; ନୂଆପଡାବାସୀ କାହାର କ୍ରୀତଦାସ ନୁହନ୍ତି କହିଛି ବିଜେପି November 1, 2025 Nirvay ଆଜି ନୂଆପଡାସ୍ଥିତ ଜିଲ୍ଲା କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ନୂଆପଡାର ସ୍ଥାନୀୟ ବରିଷ୍ଠ ନେତା ଖାମସିଂହ ମାଝୀ କହିଛନ୍ତି ଯେ, ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ । ନୂଆପଡାରେ ନିଜ ନିୟନ୍ତ୍ରଣ ରଖିବା ପାଇଁ ବବି ଦାସ ଏକ ବାହାର…
ବ୍ୟବସାୟ Nuapada Election Updates: ନୂଆପଡାରେ ବିଜେପି ର “ନୂତନ ଭୋଟର ସ୍ୱାଗତ ସମ୍ବର୍ଦ୍ଧନା” କାର୍ଯ୍ୟକ୍ରମ November 1, 2025 Nirvay ଆଜି ନୁଆପଡା ଜିଲ୍ଲାର ଶତାଧିକ ଜନସାଧାରଣ ବିଜେପିରେ ସାମିଲ ହୋଇଛନ୍ତି । ନୂଆପଡ଼ା ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଆୟୋଜିତ “ନୂତନ ଭୋଟର ସ୍ୱାଗତ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ” ରେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ନୂତନ ମତଦାତା ଭାଇ ଓ ଭଉଣୀମାନଙ୍କୁ ସ୍ୱାଗତ…
ବ୍ୟବସାୟ Kartika Month: ଜାଣନ୍ତୁ କାର୍ତ୍ତିକ ମାସ ଶେଷ ସୋମବାର ପାଇଁ କେଉଁଠି ସ୍ଥାନୀୟ ଛୁଟି ଘୋଷଣା ହୋଇଛି November 1, 2025 Nirvay ନଭେମ୍ବର ୩ ତାରିଖରେ, କାର୍ତ୍ତିକ ମାସର ଶେଷ ସୋମବାରରେ ଦକ୍ଷିଣ ଓଡଶାର ୪ ଟି ଜିଲ୍ଲାରେ ସରକାରୀ ଛୁଟି ଘୋଷଣା କରାଯାଇଛି । ଗଞ୍ଜାମ, ଗଜପତି, ନବରଙ୍ଗପୁର ଏବଂ ମାଲକାନଗିରି ଜିଲ୍ଲାରେ ଦକ୍ଷିଣାଞ୍ଚଳ ରାଜସ୍ୱ କମିଶନରଙ୍କ କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ଛୁଟି…
ବ୍ୟବସାୟ Odisha’s first Semiconductor Unit: ଓଡ଼ିଶାର ପ୍ରଥମ ସେମିକଣ୍ଡକ୍ଟର ୟୁନିଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ November 1, 2025 Nirvay ରାଜ୍ୟର ପ୍ରଥମ ସେମିକଣ୍ଡକ୍ଟର କେନ୍ଦ୍ରର ଶିଳାନ୍ୟାସ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ଇନଫୋ ଭ୍ୟାଲିରେ ସିକ୍ସେମ୍ (SiCSem) ପ୍ରାଇଭେଟ୍ ଲିମିଟେଡର କମ୍ପାଉଣ୍ଡ୍ ସେମିକଣ୍ଡକ୍ଟର ଫ୍ୟାବ୍ ଏବଂ ATMP ସୁବିଧାର ଭୂମିପୂଜନ…
ବ୍ୟବସାୟ Rohan Bopanna Retires: ଅବସର ଘୋଷଣା କଲେ ଟେନିସ ତାରକା ରୋହନ ବୋପାନ୍ନା November 1, 2025 Nirvay ଭାରତୀୟ ଟେନିସ ତାରକା ରୋହନ ବୋପାନ୍ନା ଆଜି ଟେନିସ ଜଗତରୁ ଅବସର ଘୋଷଣା କରିଛନ୍ତି । ୪୫ ବର୍ଷୀୟ ଏହି ଖେଳାଳି ସୋସିଆଲ ମିଡିଆରେ ତାଙ୍କର ଅବସର ଘୋଷଣା କରିଛନ୍ତି । ବୋପାନ୍ନାଙ୍କର ଶେଷ ପ୍ରଦର୍ଶନ ପ୍ୟାରିସ୍ ମାଷ୍ଟର୍ସ ୧୦୦୦ ରେ…
ବ୍ୟବସାୟ Nuapada Bypoll: କୋମନାରେ ଲୋକଙ୍କୁ ଭୟଭୀତ କରିବାକୁ ବିଜେପି ଉଦ୍ୟମ କରୁଥିବା ଅଭିଯୋଗ କରିଛି କଂଗ୍ରେସ November 1, 2025 Nirvay କୋମନାରେ କୋରାପୁଟ ବିଧାୟକଙ୍କ ପିଏସଓ ଦ୍ୱାରା ବ୍ଲାଙ୍କ ଫାୟାର କରିବା ଘଟଣା ସମ୍ପର୍କରେ ଆଜି କୋମନା ଥାନାରେ କଂଗ୍ରେସ ଦଳ ତରଫରୁ ଦାବିପତ୍ର ପ୍ରଦାନ କରାଯାଇଛି । ଗତକାଲି କୋମନା ସହର ମଧ୍ୟରେ ହୋଟେଲ ସମ୍ପର୍କ ସମ୍ମୁଖରେ ଘଟିଯାଇଥିବା ଅପରାଧିକ ଘଟଣା…
ବ୍ୟବସାୟ Andhra Pradesh Stampede: ଆନ୍ଧ୍ରରେ ଦଳାଚକଟା, ୯ ମୃତ November 1, 2025 Nirvay ଆନ୍ଧ୍ର ପ୍ରଦେଶ ର ଶ୍ରୀକାକୁଲମରେ ଦଳାଚକଟା ଘଟି ୯ ଜଣଙ୍କ ମୃତ୍ୟୁ ଘଟିଛି । କାଶିବୁଗା ସ୍ଥିତ ଭେଙ୍କେଟେଶ୍ୱର ସ୍ୱାମୀ ମନ୍ଦିର ଭିତରେ ଦଳାଚକଟା ଯୋଗୁଁ ନଅ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। । ଏକାଦଶୀ…
ବ୍ୟବସାୟ Subhadra Yojana: ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା November 1, 2025 Nirvay ଆସନ୍ତା ମାର୍ଚ୍ଚ ୮ ତାରିଖରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସୂଚନା ଦେଇଛନ୍ତି । ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା । ଆଜିଠାରୁ ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ…
ବ୍ୟବସାୟ Olive Ridley Turtle: ଆଜିଠୁ ୭ ମାସ ନଦୀ ମୁହାଣ ଓ ସମୁଦ୍ରରେ ମାଛଧରା ନିଷେଧ November 1, 2025 Nirvay ସମୁଦ୍ରରେ ମାଛ ଧରିବା ଉପରେ ଲାଗିଲା କଟକଣା । ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା ଜାରି ହୋଇଛି । ଅଲିଭ୍ ରିଡ୍ଲେ କଇଁଛଙ୍କ ଆଗମନକୁ ଦୃଷ୍ଟିରେ ରଖି ନଭେମ୍ବର ୧ ତାରିଖରୁ ମେ…