Day: 1 November 2025

Nuapada Bypoll: କୋମନାରେ ଲୋକଙ୍କୁ ଭୟଭୀତ କରିବାକୁ ବିଜେପି ଉଦ୍ୟମ କରୁଥିବା ଅଭିଯୋଗ କରିଛି କଂଗ୍ରେସ

କୋମନାରେ କୋରାପୁଟ ବିଧାୟକଙ୍କ ପିଏସଓ ଦ୍ୱାରା ବ୍ଲାଙ୍କ ଫାୟାର କରିବା ଘଟଣା ସମ୍ପର୍କରେ ଆଜି କୋମନା ଥାନାରେ କଂଗ୍ରେସ ଦଳ ତରଫରୁ ଦାବିପତ୍ର ପ୍ରଦାନ କରାଯାଇଛି । ଗତକାଲି କୋମନା ସହର ମଧ୍ୟରେ ହୋଟେଲ ସମ୍ପର୍କ ସମ୍ମୁଖରେ ଘଟିଯାଇଥିବା ଅପରାଧିକ ଘଟଣା…

Andhra Pradesh Stampede: ଆନ୍ଧ୍ରରେ ଦଳାଚକଟା, ୯ ମୃତ

ଆନ୍ଧ୍ର ପ୍ରଦେଶ ର ଶ୍ରୀକାକୁଲମରେ ଦଳାଚକଟା ଘଟି ୯ ଜଣଙ୍କ ମୃତ୍ୟୁ ଘଟିଛି । କାଶିବୁଗା ସ୍ଥିତ ଭେଙ୍କେଟେଶ୍ୱର ସ୍ୱାମୀ ମନ୍ଦିର ଭିତରେ ଦଳାଚକଟା ଯୋଗୁଁ ନଅ ଜଣ ଭକ୍ତଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି। । ଏକାଦଶୀ…

Subhadra Yojana: ମାର୍ଚ୍ଚ ୮ରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା

ଆସନ୍ତା ମାର୍ଚ୍ଚ ୮ ତାରିଖରେ ସୁଭଦ୍ରାର ନୂଆ ହିତାଧିକାରୀଙ୍କୁ ମିଳିବ ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଆଜି ସୂଚନା ଦେଇଛନ୍ତି । ନୂଆ ହିତାଧିକାରୀଙ୍କୁ ମିଳିବ ୨ଟି କିସ୍ତିର ଟଙ୍କା । ଆଜିଠାରୁ ସୁଭଦ୍ରା ପୋର୍ଟାଲରେ ଆବେଦନ କରିପାରିବେ…

Olive Ridley Turtle: ଆଜିଠୁ ୭ ମାସ ନଦୀ ମୁହାଣ ଓ ସମୁଦ୍ରରେ ମାଛଧରା ନିଷେଧ

ସମୁଦ୍ରରେ ମାଛ ଧରିବା ଉପରେ ଲାଗିଲା କଟକଣା । ବିରଳ ଅଲିଭ୍ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ୭ ମାସ ସରକାରୀ କଟକଣା ଜାରି ହୋଇଛି । ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଆଗମନକୁ ଦୃଷ୍ଟିରେ ରଖି ନଭେମ୍ବର ୧ ତାରିଖରୁ ମେ…