ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡ଼ା ଉପନିର୍ବାଚନ: ଦିନ ୧୧ଟା ସୁଦ୍ଧା ହୋଇଛି ୩୨.୫୧% ଭୋଟିଂ November 11, 2025 Papirani ସୁରୁଖୁରୁରେ ଚାଲିଛି ନୂଆପଡ଼ା ଉପନିର୍ବାଚନ ପାଇଁ ଭୋଟିଂ ।ଭୋଟ ଦେଉଛି ନୂଆପଡା । ଦିନ ୧୧ଟା ସୁଦ୍ଧା ନୂଆପଡ଼ାରେ ୩୨.୫୧% ଭୋଟିଂ ହୋଇଛି । ନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଲୋକମାନେ ଆସି ମତଦାନ କରୁଛନ୍ତି। ମୋଟ ୩୫୮ ବୁଥରେ ଚାଲିଛି…
ତାଜା ଖବର ରାଜନୀତି ରାଜ୍ୟ Presiding Officer Suspend: ନୂଆପଡ଼ା ଉପନିର୍ବାଚନ: ପ୍ରିଜାଇଡିଂ ଅଫିସର୍ ସସ୍ପେଣ୍ଡ November 11, 2025 Papirani ନୂଆପଡ଼ା ଉପନିର୍ବାଚନରେ ପ୍ରିଜାଇଡିଂ ଅଫିସର୍ ସସ୍ପେଣ୍ଡ । କୁଳିଆବନ୍ଧ ୩୬ ନଂ ବୁଥ୍ର ଧନଞ୍ଜୟ ମଲ୍ଲିକ ସସ୍ପେଣ୍ଡ । ଏ ନେଇ ଗଣମାଧ୍ୟମରେ ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ସେ କହିଛନ୍ତି ସସ୍ପେଣ୍ଡ ପରେ ବିଭାଗ ଦ୍ବାରା…
ତାଜା ଖବର ମନୋରଞ୍ଜନ Dharmendra Deol alive: ବଞ୍ଚିଛନ୍ତି ବଲିଉଡ୍ ଅଭିନେତା ଧର୍ମେନ୍ଦ୍ର; ବିୟୋଗ ଖବରକୁ ଖଣ୍ଡନ କଲେ ଇଶା ଦେଓଲ November 11, 2025 Papirani ବଲିଉଡ଼ର ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ ପରଲୋକ ଘଟିଥିବା ଚାରିଆଡ଼େ ଚର୍ଚ୍ଚା ହେଉଥିଲା ବେଳେ ଏହି ଖବରକୁ ଖଣ୍ଡନ କରିଛନ୍ତି ଝିଅ ଇଶା ଦେଓଲ। ତାଙ୍କ ବାପା ସୁସ୍ଥ ଥିବା ଏବଂ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ସୋସିଆଲ ମିଡ଼ିଆ ମାଧ୍ୟମରେ ସୂଚନା…
ତାଜା ଖବର ରାଜନୀତି ରାଜ୍ୟ Nuapada Bypoll: ନୂଆପଡା ଉପନିର୍ବାଚନ: ସକାଳ ୯ଟା ସୁଦ୍ଧା ହୋଇଛି ୧୪.୯୯ ପ୍ରତିଶତ ଭୋଟିଂ November 11, 2025 Papirani ବହୁ ପ୍ରତିକ୍ଷୀତ ନୂଆପଡା ଉପନିର୍ବାଚନ ପାଇଁ ଆଜି ମତଦାନ ଆରମ୍ଭ ହୋଇଛି । ସୁରୁଖୁରୁରେ ଚାଲିଛି ଭୋଟିଂ । ସକାଳ ୯ଟା ସୁଦ୍ଧା ନୂଆପଡ଼ାରେ ୧୪.୯୯% ଭୋଟିଂ ହୋଇଥିବା ଜଣାପଡିଛି। ଆଜି ୧୪ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରୁଛନ୍ତି ସାଧାରଣ ଜନତା…
ରାଜନୀତି ରାଜ୍ୟ Nuapada Bypoll: ନୂଆପଡ଼ା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ November 11, 2025 Nirvay ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ଦିନ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ରାଜ୍ୟର ୨ ଲକ୍ଷ ୫୩ ହଜାର ୬୨୪ ଜଣ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିବେ । ଆଜି ହେବ ବିଜେପି ପ୍ରାର୍ଥୀ ଜୟ…