Month: November 2025

Cyclone Alert: ସମ୍ଭାବ୍ୟ ବାତ୍ୟା ପାଇଁ ପୂରା ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର: ସୁରେଶ ପୂଜାରୀ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ସମ୍ଭାବ୍ୟ ବାତ୍ୟାକୁ ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ସମ୍ଭାବ୍ୟ ବାତ୍ୟା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି । ବର୍ତ୍ତମାନ…

Justice Suryakant: ଭାରତର ୫୩ତମ ସିଜେଆଇ ଭାବରେ ଶପଥ ଗ୍ରହଣ କଲେ ଜଷ୍ଟିସ ସୂର୍ଯ୍ୟକାନ୍ତ

ଶପଥ ନେଲେ ସୁପ୍ରିମକୋର୍ଟର ନୂଆ ପ୍ରଧାନ ବିଚାରପତି । ସୁପ୍ରିମକୋର୍ଟର ବିଚାରପତି ସୂର୍ଯ୍ୟକାନ୍ତ ଆଜି ଭାରତର ୫୩ତମ ମୁଖ୍ୟ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୨୦୨୭ ଫେବ୍ରୁଆରୀ…

T20 World Cup Cricket For Blind: ଦୃଷ୍ଟିବାଧିତ ମହିଳା ଟି-୨୦ କ୍ରିକେଟ ବିଶ୍ୱକପ୍‌ ରେ ଭାରତ ଚାମ୍ପିୟନ

ପୁଣି ଇତିହାସ ରଚିଲେ ଭାରତୀୟ ମହିଳା । ଦୃଷ୍ଟିବାଧିତ ମହିଳା ଟି-୨୦ କ୍ରିକେଟ ବିଶ୍ୱକପ୍‌ରେ ଚାମ୍ପିୟନ ହୋଇଛି ଭାରତ । କଲୋମ୍ବୋରେ ଖେଳା ଯାଇଥିବା ଫାଇନାଲ୍ ମୁକାବିଲାରେ ନେପାଳକୁ ୭ ଓ୍ୱିକେଟରେ ହରାଇ ଚାମ୍ପିଅନ୍ ହୋଇଛି ଟିମ୍ ଇଣ୍ଡିଆ । ଭାରତ…

Delhi Air Pollution: ଦିଲ୍ଲୀ ପ୍ରଦୂଷଣକୁ ଦେଖି ନିଷ୍ପତ୍ତି; ୫୦% କର୍ମଚାରୀଙ୍କୁ ଘରୁ କାମ କରିବାକୁ ନିର୍ଦ୍ଦେଶ

ଦିଲ୍ଲୀରେ ଚରମ ସୀମାରେ ପହଞ୍ଚିଛି ପ୍ରଦୂଷଣ । ଅନେକ ସ୍ଥାନରେ ସ୍ଥିତି ନିୟନ୍ତ୍ରଣ ବାହାରେ । ତେବେ ଏହାକୁ ନେଇ ଦିଲ୍ଲୀ ସରକାରଙ୍କ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି । ପ୍ରାଇଭେଟ୍‌ ଅଫିସ୍‌ମାନଙ୍କରେ ପ୍ରତିଶତ କର୍ମଚାରୀ ୱାର୍କ ଫ୍ରମ୍‌ ହୋମ୍‌ରେ…

Humane Sagar Death Mystery: ହ୍ୟୁମାନ ସାଗରଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ବଡ଼ ସୂଚନା

ଓଲିଉଡ୍ କଣ୍ଠଶିଳ୍ପୀ ହ୍ୟୁମାନଙ୍କ ସାଗରଙ୍କ ମୃତ୍ୟୁକୁ ନେଇ ବିବାଦ ଥମିବାର ନାଁ ଧରୁନଥିବାବେଳେ ହ୍ୟୁମାନଙ୍କ ଚିକିତ୍ସା କରୁଥିବା ଡାକ୍ତର ସଞ୍ଜୀବ କର ବଡ଼ ସୂଚନା ଦେଇଛନ୍ତି । ଡାକ୍ତର ସଞ୍ଜୀବ କର କହିଛନ୍ତି ଯେ ସେ ହ୍ୟୁମାନଙ୍କୁ କାମ କମ୍‌ କରି…

IAF Pilot Namansh Syal: ୱିଙ୍ଗ କମାଣ୍ଡର ନମାଂଶ ସିଆଲଙ୍କୁ ଭାରତୀୟ ବାୟୁସେନାର ପୂର୍ଣ୍ଣ ସାମରିକ ସମ୍ମାନ ପ୍ରଦାନ

ଭାରତୀୟ ବାୟୁସେନାର ଏୟାରକ୍ରାଫ୍ଟ ପାଇଲଟ ନମାଂଶ ସିୟାଲଙ୍କ ପାର୍ଥିବ ଶରୀର କୋଏମ୍ବାଟୁରର ସୁଲୁର ଏୟାରବେସରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି । ଶୁକ୍ରବାର ଦିନ ପ୍ରତିଷ୍ଠିତ ଦୁବାଇ ଏୟାର ଶୋ’ରେ ପ୍ରଦର୍ଶନ ସମୟରେ ଭାରତୀୟ ବାୟୁସେନାର…

Attempted Murder: ଭୁବନେଶ୍ୱର ବୁଦ୍ଧ ପାର୍କ ନିକଟରେ ଯୁବତୀଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ

ଭୁବନେଶ୍ୱର ବୁଦ୍ଧ ପାର୍କ ନିକଟରେ ଯୁବତୀଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ । ସାମାନ୍ୟ ଝଗଡ଼ାରୁ ଛୁରିରେ ଯୁବତୀଙ୍କ ବେକ କାଟି ଦେଲା ଯୁବକ। ଏହା ପରେ ଯୁବକକୁ କାବୁ କରି ଚନ୍ଦ୍ରଶେଖରପୁର ପୋଲିସ୍ ଜିମା ଦେଲେ ଲୋକେ । ଅନ୍ୟପଟେ…

Delhi Air Pollution: ଦିଲ୍ଲୀରେ ପ୍ରଦୂଷଣର ଭୟଙ୍କର ସ୍ଥିତି

ଦିଲ୍ଲୀରେ ପ୍ରଦୂଷଣର ଭୟଙ୍କର ସ୍ଥିତି ଦେଖାଯାଇଛି । ଚାରିଆଡ଼େ ଧୂଆଁଧୂଆଁ ହୋଇଛି ରାଜଧାନୀ ଦିଲ୍ଲୀ । ଘରୁ ବାହାରିବା ମୁସ୍କିଲ । ବିନା ମାସ୍କରେ ଘରୁ ବାହାରି ପାରୁନାହାନ୍ତି ଲୋକେ। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି) ଅନୁଯାୟୀ ଆଜି ସକାଳେ…

Low Pressure: ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା; ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ

ବଙ୍ଗୋପସାଗରରେ ବାତ୍ୟା ହେବା ସମ୍ଭାବନା । ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ । ଏହା ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏ ନେଇ ଭାରତ ପାଣିପାଗ ବିଭାଗ ସ୍ପଷ୍ଟ କରିଛି। କିଛି ଘରୋଇ…

IITF 2025: ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା – ୨୦୨୫ ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ

୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା ୨୦୨୫ର ନବମ ଦିବସରେ ଆଜି ପାଳିତ ଓଡିଶା ରାଜ୍ୟ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଏଥିସହିତ, ମୁଖ୍ୟମନ୍ତ୍ରୀ ମାଝୀ ଓଡ଼ିଶା ମଣ୍ଡପ ପରିଦର୍ଶନରେ…