Day: 1 December 2025

World AIDS Day: ଆଜି ବିଶ୍ୱ ଏଡସ ଦିବସ

ଆଜି ବିଶ୍ୱ ଏଡସ ଦିବସ । ପ୍ରତିବର୍ଷ ଡିସେମ୍ବର ୧ ତାରିଖକୁ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ ପକ୍ଷରୁ ବିଶ୍ୱ ଏଡସ୍ ଦିବସ ଭାବେ ପାଳନ କରାଯାଉଛି । ଆଜି ଏହି ବିଶ୍ୱ ଏଡ୍‌ସ ଦିବସରେ କ୍ୟାପିଟାଲ୍‌ ହସ୍ପିଟାଲ୍‌ ପରିସରରେ ସଚେତନତା ରାଲି…