Day: 3 December 2025

FIR Against Pradeep Majhi: ପୂର୍ବତନ ସାଂସଦ ପ୍ରଦୀପ ମାଝୀଙ୍କ ନାଁରେ ଥାନାରେ ମାମଲା ରୁଜୁ

ପୂର୍ବତନ ସାଂସଦ ତଥା ବିଜେଡି ନେତା ପ୍ରଦୀପ ମାଝୀଙ୍କ ବିରୋଧରେ ଥାନାରେ ମାମଲା ରୁଜୁ ହୋଇଛି । ନବରଙ୍ଗପୁର ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ ଜିଲ୍ଲାପାଳ ତଥା ଅନ୍ୟ ସରକାରୀ ଅଧିକାରୀଙ୍କ ସମ୍ମୁଖରେ ଗୁଳି କରିବା ଧମକ ଦେବା ଘଟଣାରେ ପ୍ରଦୀପ ମାଝୀଙ୍କ…