Day: 14 December 2025

Naveen Offers To Forgo Salary Hike: ନବୀନ ବର୍ଦ୍ଧିତ ଦରମା ନ ନେବା ପ୍ରସଙ୍ଗ: ଟାର୍ଗେଟ କଲେ ବିଜେପି ଓ କଂଗ୍ରେସ

ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଛି । ନବୀନ ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ବିଜେଡି ସୁପ୍ରିମୋକୁ ଟାର୍ଗେଟ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ସେ କହିଛନ୍ତି ବିଧାନସଭାରେ ନବୀନ…

Moquim Letter To Sonia: ମୋକିମ୍‌ଙ୍କ ଚିଠିକୁ ନେଇ ମୁହଁ ଖୋଲିଲେ ପିସିସି ସଭାପତି ଭକ୍ତ ଦାସ

କଂଗ୍ରେସର ସୋନିଆ ଗାନ୍ଧୀଙ୍କୁ ମହମ୍ମଦ ମୋକିମ୍ ଚିଠି ଲେଖିବା ପ୍ରସଙ୍ଗରେ ଆଜି ନୂଆଦିଲ୍ଲୀରେ ମୁହଁ ଖୋଲିଲେ ପିସିସି ସଭାପତି ଭକ୍ତ ଚରଣ ଦାସ । ସେ କହିଛନ୍ତି ଯେଉଁମାନେ ବିଜେପି ସଂପର୍କରେ ଅଛନ୍ତି ଶୀଘ୍ର ଚାଲିଯିବା ଦରକାର। ରାହୁଲ ଗାନ୍ଧୀ ଓ…

Delhi Pollution: ଦିଲ୍ଲୀରେ ବିପଜ୍ଜନକ ସ୍ତରକୁ ପହଞ୍ଚିଲା ପ୍ରଦୂଷଣ

ଦିଲ୍ଲୀ-ଏନସିଆରରେ ଆଜି ବିଷାକ୍ତ କୁହୁଡ଼ିର ଘନ ଚାଦର ଘୋଡ଼ାଇ ହୋଇଛି। ଫଳରେ ସଂଘାତିକ ସ୍ତରରେ ଦିଲ୍ଲୀ ବାୟୁ ପ୍ରଦୂଷଣ। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ ଅନୁଯାୟୀ ଆଜି ସକାଳ ୬ଟାରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଏକ ଚିନ୍ତାଜନକ…