Day: 15 December 2025

Assam Election In-Charge: ବୈଜୟନ୍ତଙ୍କୁ ଆସାମ ନିର୍ବାଚନ ପ୍ରଭାରୀ ଦାୟିତ୍ବ

ଆସାମ ଓ ତାମିଲନାଡୁ ପାଇଁ ନିର୍ବାଚନ ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି । ଆସାମ ପାଇଁ ବୈଜୟନ୍ତ ପଣ୍ଡା ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି। ସେହିପରି ଜମ୍ମୁ କାଶ୍ମୀର ବିରୋଧୀ ଦଳ ନେତା ସୁନୀଲ କୁମାର ଶର୍ମା ଏବଂ ପୂର୍ବତନ…

Internet Services back in Malkangiri: ମାଲକାନଗିରିରେ ସ୍ବାଭାବିକ ହେଲା ଇଣ୍ଟରନେଟ୍ ସେବା

ମାଲକାନଗିରିରେ ସ୍ବାଭାବିକ ହେଲା ଇଣ୍ଟରନେଟ୍ ସେବା । ହିଂସାର ୮ ଦିନ ପରେ ଇଣ୍ଟରନେଟ୍ ସେବା ସ୍ବାଭାବିକ ହୋଇଛି । ଗତ ସୋମବାର ସଂଧ୍ୟା ୬ଟାରୁ କଟକଣା ଲାଗୁ ହୋଇଥିଲା ।ପର୍ଯ୍ୟାୟ କ୍ରମେ କଟକଣା ୬ ଥର ବୃଦ୍ଧି ହୋଇଥିଲା ।…

Moquim Speaks Out: ଦଳରେ ଯାହା ଘଟଣା ଘଟୁଛି ସେ ବିଷୟରେ ଲେଖିଛି;  କଂଗ୍ରେସରୁ ବହିଷ୍କାର ପରେ ମୁହଁ ଖୋଲିଲେ ମୋକିମ

ଦଳର ନେତୃତ୍ୱକୁ ଚ୍ୟାଲେଞ୍ଜ କରିବା ପଡିଗଲା ମହଙ୍ଗା ।କଂଗ୍ରେସରୁ ବହିଷ୍କାର ହୋଇଛନ୍ତି ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏହାପରେ ମହମ୍ମଦ ମୋକିମଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ସେ କହିଛନ୍ତି ଦଳରେ ଯାହା ସତ୍ୟ ଘଟଣା ଘଟୁଛି ସେ ବିଷୟରେ…

Dharmashala Violence: ପ୍ରଣବ ବଳବନ୍ତରାୟଙ୍କ ସମର୍ଥକଙ୍କ ଉପରେ ମରଣାନ୍ତକ ଆକ୍ରମଣ ଘଟଣା; ନିନ୍ଦା କଲେ ନବୀନ

ଭୁବନେଶ୍ବର ସ୍ଥିତ ଡିଜି କ୍ୟାମ୍ପ ଅଫିସ ଘେରାଉକରିଛି ବିଜେଡି । ପ୍ରଣବ ବଳବନ୍ତରାୟଙ୍କ ଧର୍ମଶାଳା ଫାର୍ମହାଉସରେ ଦୁର୍ବୃତ୍ତଙ୍କ ଲଙ୍କାକାଣ୍ଡ ଘଟଣାରେ ଡିଜି କ୍ୟାମ୍ପ ଅଫିସ ସାମ୍ନାରେ ରାତିସାରା ପ୍ରତିବାଦ କରିଛି ବିଜେଡି। ଆକ୍ରମଣକାରୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରି ଭୁବନେଶ୍ବର…

Mohammed Moquim Expelled From Congress: ମହମ୍ମଦ ମୋକିମ୍ କଂଗ୍ରେସରୁ ବହିଷ୍କୃତ

କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ କଂଗ୍ରେସରୁ ବହିଷ୍କାର କରାଯାଇଛି । ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି ମୋକିମ୍ । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ଚିଠି ଜରିଆରେ ସୂଚନା ଦେଇଛନ୍ତି । ଦଳ ବିରୋଧୀ…