Day: 17 December 2025

Bird Census: ଆସନ୍ତା ଜାନୁଆରୀ ୬ ତାରିଖରୁ ହେବ ପକ୍ଷୀ ଗଣନା

ଆସନ୍ତା ଜାନୁଆରୀ ୬ ତାରିଖରୁ ହେବ ପକ୍ଷୀ ଗଣନା । ରାଜ୍ୟରେ ବର୍ତ୍ତମାନ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ଜାନୁଆରୀ ୬ ତାରିଖରୁ ରାଜ୍ୟରେ ପକ୍ଷୀ ଗଣନା ଆରମ୍ଭ ହେବ। ଏ ନେଇ ପ୍ରତିକ୍ରିୟା ରଖିଛନ୍ତି…

Minor Girl Raped In Baripada: ବାରିପଦାରେ ଲଜ୍ଜା; ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ

ବାରିପଦାରେ ୫ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ଅଭିଯୋଗ । ବିସ୍କୁଟ୍ ଲୋଭ ଦେଖାଇ ଶିଶୁ କନ୍ୟାକୁ ଦଷ୍କର୍ମ ଅଭିଯୋଗ ହୋଇଛି । ଅଭିଯୁକ୍ତକୁ ଗିରଫ କରି ସଦର ଥାନା ପୋଲିସର ତଦନ୍ତ କରୁଛି । ଏହା ସହ ଅସୁସ୍ଥ ଶିଶୁକନ୍ୟା…

KISS Student Murder: କିସ୍‌ ଛାତ୍ରଙ୍କୁ ତଣ୍ଟିଚିପି ହତ୍ୟା

ଭୁବନେଶ୍ୱରର କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ ସାଇନ୍ସେସ୍ (କିସ୍)ରେ ନବମ ଶ୍ରେଣୀର ଜଣେ ଛାତ୍ରଙ୍କ ମୃତ୍ୟୁ ଘଟଣା ଏକ ନୂଆ ବଡ଼ ମୋଡ଼ ନେଇଛି । ଏହି ଛାତ୍ର ମୃତ୍ୟୁ ଆକସ୍ମିକ ନୁହେଁ ହତ୍ୟା ଥିଲା ବୋଲି ପ୍ରାଥମିକ ସୂଚନାରୁ ଜଣାପଡ଼ିଛି…

Deogarh Shutdown: ଆଜି ୧୨ଘଣ୍ଟିଆ ଦେବଗଡ଼ ବନ୍ଦ

ଆଜି ୧୨ ଘଣ୍ଟିଆ ଦେବଗଡ଼ ବନ୍ଦ। ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ୱାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲ୍ଲା ମହିଳା ଏକତା ମଞ୍ଚ। ପୁରୁଣା ସ୍ୱାସ୍ଥ୍ୟସେବା କେନ୍ଦ୍ରରେ ୨୪ ଘଣ୍ଟା ଚିକିତ୍ସା ସୁବିଧା ପୁନଃସ୍ଥାପନ କରିବା ପାଇଁ ଚାପ…

Delhi Pollution: ଦିଲ୍ଲୀରେ ସାଂଘାତିକ ବାୟୁ ପ୍ରଦୂଷଣ

ଦିନକୁ ଦିନ ଦିଲ୍ଲୀରେ ସାଂଘାତିକ ହେବାରେ ଲାଗିଛି ବାୟୁ ପ୍ରଦୂଷଣ । ପରିବେଶ ସଂପୂର୍ଣ୍ଣ ଧୂଆଁମୟ । ବାୟୁ ପ୍ରଦୂଷଣ ଓ ଘନ କୁହୁଡ଼ି ଆଜି ଦିଲ୍ଲୀବାସୀଙ୍କୁ କଲବଲ କରିଛି। ଦିଲ୍ଲୀ-ଏନ୍‌ସିଆରରେ ବାୟୁ ଗୁଣବତ୍ତା ସାମାନ୍ୟ ଉନ୍ନତ ହୋଇଥିଲେ ମଧ୍ୟ ରାଜଧାନୀ…

Odia Man Returns From Sudan: ସୁଦାନରୁ ଫେରିଲେ ଜଗତସିଂହପୁରର ନିଖୋଜ ଓଡିଆ ଯୁବକ ଆଦର୍ଶ

ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ନିଖୋଜ ଥିବା ଜଗତସିଂହପୁର ଜିଲ୍ଲାର ଓଡିଆ ଯୁବକ ଆଦର୍ଶ କୁମାର ବେହେରାଙ୍କୁ ଉଦ୍ଧାର କରାଯାଇଛି। କେନ୍ଦ୍ର ସରକାରଙ୍କ ଉଦ୍ୟମ ପରେ ସେ ଭାରତ ଫେରିଛନ୍ତି ଆଦର୍ଶ। ଆଜି ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କୁ ସ୍ବାଗତ କରାଯାଇଛି। ଓଡ଼ିଶା…