Day: 24 December 2025

Inter-Ministerial Committee Review: ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ଖରିଫ ୨୦୨୫-୨୬ ଧାନ ସଂଗ୍ରହ ସମୀକ୍ଷା

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆଜି ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଖରିଫ ୨୦୨୫-୨୬ ଧାନ ସଂଗ୍ରହର ସମୀକ୍ଷା କରିଛନ୍ତି। ଚାଷୀଙ୍କୁ ଧାନ ସଂଗ୍ରହ ପ୍ରକ୍ରିୟାରେ ସହଯୋଗ କରିବା ଓ ସେମାନଙ୍କ ସମସ୍ୟାର ତ୍ୱରିତ ସମାଧାନ କରିବାକୁ…

Shrimandir Ratna Bhandar: ଖୁବ ଶୀଘ୍ର ହେବ ରତ୍ନ ଅଳଙ୍କାର ଗଣତି, ୨୭ ତାରିଖରେ ବସିବ ବୈଠକ

ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରତ୍ନ ଅଳଙ୍କାର ଗଣତିକୁ ନେଇ ନେଇ ୨୭ ତାରିଖ ଶନିବାର ସନ୍ଧ୍ୟା ସାଢ଼େ ୪ଟା ସମୟରେ ବସିବ ରତ୍ନଭଣ୍ଡାର ସଂପର୍କିତ ବୈଠକ । ଏ ନେଇ ଆଜି ସୂଚନା ଦେଇଛନ୍ତି ଜଷ୍ଟିସ ବିଶ୍ବନାଥ ରଥ। ସେ କହିଛନ୍ତି…

Vigilance Raid: ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ୱ ସହାୟକ

ଭିଜିଲାନ୍ସ ଜାଲରେ ସମ୍ବଲପୁର ବରିଷ୍ଠ ରାଜସ୍ୱ ସହାୟକ । ବରିଷ୍ଠ ରାଜସ୍ୱ ସହାୟକ ବାସୁଦେବ ଭୋଇଙ୍କ ବାସଭବନରେ ରେଡ୍‌ କରିଛି ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୁଧବାର ଦିନ ଓଡ଼ିଶା ଭିଜିଲାନ୍ସ ସମ୍ବଲପୁରର ସେଟେଲମେଣ୍ଟ ଅଫିସରଙ୍କ କାର୍ଯ୍ୟାଳୟରେ…

Chandbali Minor Rape Murder: ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲା; ୫ ଜଣଙ୍କୁ ଅଟକ

ଭଦ୍ରକ ଜିଲ୍ଲାର ଚାନ୍ଦାବାଲି ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ହତ୍ୟା ଅଭିଯୋଗର ତଦନ୍ତ ଆରମ୍ଭ ହୋଇଛି। ସିସିଟିଭି ଫୁଟେଜ୍ ଆଧାରରେ ୫ ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା । ଏହା ସହ ଘଟଣାସ୍ଥଳରେ ସନ୍ଧାନୀ କୁକୁର ଓ…

Blue Bird Block2: ମହାକାଶକୁ ଗଲା ବ୍ଲୁ ବର୍ଡ ବ୍ଲକ-2 ସାଟେଲାଇଟ୍

ମହାକାଶରେ ଇତିହାସ ରଚିଲା ଭାରତର ‘ବାହୁବଳୀ’ ରକେଟ୍ । ଇସ୍ରୋର ‘ବାହୁବଳୀ’ ରକେଟ୍, LVM-3, ଆମେରିକୀୟ ଉପଗ୍ରହ ବ୍ଲୁବାର୍ଡ ବ୍ଲକ-୨କୁ ମହାକାଶକୁ ଉତକ୍ଷେପଣ କରିଛି।ଇସ୍ରୋ ସତୀଶ ଧାୱନ ସ୍ପେସ୍ ସେଣ୍ଟରରୁ ଏହି ମିଶନକୁ ଉତକ୍ଷେପଣ କରିଛି। ସକାଳ ୮ଟା ୫୪ରେ ଉତକ୍ଷେପଣ…