Day: 26 December 2025

Ex MLA Sanchita Mohanty Passes Away: ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ

ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ । ଭୁବନେଶ୍ୱର ସ୍ଥିତ ବାସଭବନରେ ଆଖି ବୁଜିଲେ ସଞ୍ଚିତା ମହାନ୍ତି । ଅନେକ ଦିନ ଧରି ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ। ଆଜି ସକାଳେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନାକୁ…

Khordha Mahotsav 2025: ଖୋର୍ଦ୍ଧା ମହୋତ୍ସବ ୨୦୨୫ରେ ପ୍ରାୟ ୫୧୬ କୋଟି ଟଙ୍କାର ବ୍ୟୟ ବରାଦରେ ୩୯ଟି ପ୍ରକଳ୍ପର ଶୁଭରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଖୋର୍ଦ୍ଧା ମହୋତ୍ସବ ୨୦୨୫ ଆଜି ଏକ ଉତ୍ସବ କିମ୍ବା ରଙ୍ଗାରଙ୍ଗ କାର୍ଯ୍ୟକ୍ରମର ମଞ୍ଚ ହୋଇ ରହିନି, ଏହା ଆଜି ପାଲଟିଛି ବିକାଶର ମଞ୍ଚ, ଏହା କହି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୫୧୬ କୋଟି ଟଙ୍କାର…

Constitution In Santhali Language: ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କଲେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନ ଉନ୍ମୋଚନ କରିଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ ଏହା ସମସ୍ତ ସାନ୍ତାଳୀ ଲୋକଙ୍କ ପାଇଁ ଗର୍ବ ଏବଂ ଖୁସିର ବିଷୟ। ଭାରତର…