Day: 27 December 2025

Vigilance Raid: କୋଟିପତି ସେମିଳିଗୁଡ଼ା ଫରେଷ୍ଟର ନିରଞ୍ଜନ ଶତପଥୀ ଗିରଫ

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କୋରାପୁଟ ସେମିଳିଗୁଡ଼ା ବନାଞ୍ଚଳ ଅଧିକାରୀ ନିରଞ୍ଜନ ଶତପଥୀଙ୍କୁ ଆଜି ଭିଜିଲାନ୍ସ ଗିରଫ କରିଛି । ଗତକାଲି ନିରଞ୍ଜନଙ୍କ ୫ ଠିକଣାରେ ଭିଜିଲାନ୍ସ ରେଡ୍ ହୋଇଥିଲା । ଚଢାଉରେ ୬ ଜଣ ଡିଏସପି, ୭ ଇନସପେକ୍ଟର…

CEC In Bhubaneswar: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର

ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର । ପରିବାର ସହ ଆଜି ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ପରେ କୋଣାର୍କ ଗସ୍ତ କରିବେ । ୨୮ ତାରିଖରେ ରଘୁରାଜପୁର, ଧଉଳି…

OSJA Award: ପ୍ରୀତିସ୍ମିତା ଭୋଇ ଓ କାଳୁ ଚରଣ ଚୌଧୁରୀ ପାଇବେ ‘ଓସ୍‌ଜା’ ପୁରସ୍କାର

ଯୁବ ଭାରୋତ୍ତୋଳିକା ପ୍ରୀତିସ୍ମିତା ଭୋଇ ଏବଂ ହକି ପ୍ରଶିକ୍ଷକ କାଳୁଚରଣ ଚୌଧୁରୀଙ୍କୁ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍‍ଜା)ର ବାର୍ଷିକ ପୁରସ୍କାର ପ୍ରଦାନ କରାଯିବ ।ପ୍ରୀତିସ୍ମିତାଙ୍କୁ ୨୦୨୫ ମସିହାର ଶ୍ରେଷ୍ଠ ଓଡ଼ିଶା ଖେଳାଳି ଏବଂ କାଳୁଚରଣ ଚୌଧୁରୀଙ୍କୁ ଜୀବନବ୍ୟାପୀ ସେବା ପାଇଁ…