Day: 27 December 2025

OSJA Award: ପ୍ରୀତିସ୍ମିତା ଭୋଇ ଓ କାଳୁ ଚରଣ ଚୌଧୁରୀ ପାଇବେ ‘ଓସ୍‌ଜା’ ପୁରସ୍କାର

ଯୁବ ଭାରୋତ୍ତୋଳିକା ପ୍ରୀତିସ୍ମିତା ଭୋଇ ଏବଂ ହକି ପ୍ରଶିକ୍ଷକ କାଳୁଚରଣ ଚୌଧୁରୀଙ୍କୁ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍‍ଜା)ର ବାର୍ଷିକ ପୁରସ୍କାର ପ୍ରଦାନ କରାଯିବ ।ପ୍ରୀତିସ୍ମିତାଙ୍କୁ ୨୦୨୫ ମସିହାର ଶ୍ରେଷ୍ଠ ଓଡ଼ିଶା ଖେଳାଳି ଏବଂ କାଳୁଚରଣ ଚୌଧୁରୀଙ୍କୁ ଜୀବନବ୍ୟାପୀ ସେବା ପାଇଁ…