Day: 29 December 2025

CEC Returns To Delhi: ମୁଖ୍ୟ ନିର୍ବାଚନ କମିଶନରଙ୍କ ପିତା ଦୁର୍ଘଟଣାରେ ଆହତ; ତୃତୀୟ ଦିନର ବୈଠକ ସମେତ ସମସ୍ତ କାର୍ଯ୍ୟକ୍ରମ ସ୍ଥଗିତ

ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଭାରତର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କ ପିତା ଏକ ଦୁର୍ଘଟଣାରେ ଆହତ ହୋଇଛନ୍ତି। ଦୁର୍ଘଟଣାରେ ଆହତ ଥିବାରୁ ସେ ତୃତୀୟ ଦିନର ବୁଥ ସ୍ତରୀୟ ଅଧିକାରୀଙ୍କ ସହ ବୈଠକ ସମେତ ସମସ୍ତ କାର୍ଯ୍ୟକ୍ରମକୁ…