Day: 30 December 2025

Bangladesh First Female PM Death: ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ

ବାଂଲାଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ । ମଙ୍ଗଳବାର ଭୋର ସମୟରେ ଢାକାର ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଜିଆଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଦୀର୍ଘ ବର୍ଷ…

Vigilance Raid: ହାଟଡ଼ିହିର ବାଞ୍ଚୋ ପିଇଓ ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ

କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ ଅନ୍ତର୍ଗତ ବାଞ୍ଚୋ ପଞ୍ଚାୟତ ପିଇଓ ଜିତେନ୍ଦ୍ର କୁମାର ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି । କେନ୍ଦୁଝର ଜିଲ୍ଲାର ବିଭିନ୍ନ ସ୍ଥାନରେ ଏହି ତଲାସୀ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତିଠୁଳ ୬ଟି ଠିକଣାରେ ଚଢ଼ଉ କରାଯାଉଛି…

Vigilance Raid: ଭିଜିଲାନ୍ସ ଜାଲରେ ବାରଙ୍ଗର ଅତିରିକ୍ତ ତହସିଲଦାର

ଭିଜିଲାନ୍ସ ଜାଲରେ ଅତିରିକ୍ତ ତହସିଲଦାର । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ କରାଯାଉଛି। ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ୪ଟି ଠିକଣାରେ ଭିଜିଲାନ୍ସ ତଲାସ…

Samba Dashami: ଆଜି ପବିତ୍ର ଶାମ୍ବ ଦଶମୀ; କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼

ଆଜି ହେଉଛି ପବିତ୍ର ଶାମ୍ବ ଦଶମୀ । ଆଜିର ଦିନରେ ସୂର୍ଯ୍ୟ ଭଗବାନଙ୍କ ପୂଜା କରାଯାଏ । ପରିବାର ଓ ସନ୍ତାନ ସନ୍ତତିଙ୍କ ମଙ୍ଗଳ କାମନା କରି ସୂର୍ଯ୍ୟଙ୍କ ପୂଜା କରିଥାନ୍ତି । ବିଶ୍ୱାସ ରହିଛି ଶାମ୍ବ ଦଶମୀରେ ସୂର୍ଯ୍ୟଙ୍କ ଉପାସନା…