Month: December 2025

Primary Teachers Protest: ଆଜି ବିଧାନସଭା ଆଗରେ ଗର୍ଜିଲେ ହଜାର ହଜାର ପ୍ରାଥମିକ ଶିକ୍ଷକ

ଗୋଟିଏ ପଟେ ବିଧାନସଭା ଶୀତ ଅଧିବେଶନ ଚାଲୁଥିବାବେଳେ ରାଜଧାନୀ ରାଜରାସ୍ତାରେ ଧାରଣାରେ ବସିଛନ୍ତି ହଜାର ହଜାର ସଂଖ୍ୟାରେ ଶିକ୍ଷକ । ଆଜି ବିଧାନସଭା ଆଗରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ହଜାର ହଜାର ସଂଖ୍ୟାରେ ପ୍ରାଥମିକ ଶିକ୍ଷକ ପୁଣି ଥରେ ଆନ୍ଦୋଳନକୁ ଓହ୍ଲାଇଛନ୍ତି।…

Nandankanan: ନନ୍ଦନକାନନକୁ ଆସିଲେ ନୂଆ ଅତିଥି

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ନନ୍ଦନକାନନକୁ ଆସିଲେ ନୂଆ ଅତିଥି । ଜୀବଜନ୍ତୁ ଅଦଳବଦଳ ପ୍ରକ୍ରିୟାରେ ନନ୍ଦକାନନକୁ ଆସିଲେ ନୂଆ ଅତିଥି । ସୁରତର ଶ୍ୟାମପ୍ରସାଦ ମୁଖାର୍ଜୀ ପ୍ରାଣୀ ଉଦ୍ୟାନରୁ ଆସିଲେ ଜୀବଜନ୍ତୁ । ସେଠାରୁ ୫ ଓଧ, ୨…

Matric Exam: ଫେବୃଆରୀ ୧୯ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା; ପ୍ରକାଶ ପାଇଲା ପରୀକ୍ଷା ସୂଚୀ

ଫେବୃଆରୀ ୧୯ରେ ମାଟ୍ରିକ ପରୀକ୍ଷା । ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ପାଇଁ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚୀ ପ୍ରକାଶ ପାଇଛି । ଫେବୃଆରୀ ୧୯ରୁ ମାର୍ଚ୍ଚ ୨ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । ମାଧ୍ୟମିକ ଶିକ୍ଷା ପରିଷଦ…

Barabati Tickets: ଆରମ୍ଭ ହେଲା ବାରବାଟୀରେ ଅଫଲାଇନ୍ ଟିକେଟ୍ ବିକ୍ରି

ଆରମ୍ଭ ହେଲା ବାରବାଟୀରେ ଅଫଲାଇନ୍ ଟିକେଟ୍ ବିକ୍ରି । ଆଜିଠାରୁ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଭାରତ ବନାମ ଦକ୍ଷିଣ ଆଫ୍ରିକା ଟି-ଟ୍ୱେଣ୍ଟି ମ୍ୟାଚ୍ ପାଇଁ ଅଫଲାଇନ୍ ଟିକେଟ୍ ବିକ୍ରି ଆରମ୍ଭ ହୋଇଛି । ଘଣ୍ଟାଏ ବିଳମ୍ବରେ ଖୋଲିଲା କାଉଣ୍ଟର। ଅଫଲାଇନ୍…

Gynaecologist Dr K Laxmi Bai: ଶତାୟୁ ଡାକ୍ତର କେ. ଲକ୍ଷ୍ମୀବାଇଙ୍କ ନିସ୍ୱାର୍ଥପର ସେବାକୁ ସ୍ୱୀକୃତି ଦେବାକୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଭକ୍ତ ଦାସଙ୍କ ଅନୁରୋଧ

ଶତାୟୁ ଡାକ୍ତର କେ. ଲକ୍ଷ୍ମୀବାଇଙ୍କ ନିସ୍ୱାର୍ଥପର ସେବାକୁ ସ୍ୱୀକୃତି ଦେବାକୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କୁ ଭକ୍ତ ଦାସଙ୍କ ଅନୁରୋଧ କରିଛନ୍ତି । ଭକ୍ତ ଦାସ କହିଛନ୍ତି ଡାକ୍ତର କେ. ଲକ୍ଷ୍ମୀ ବାଈ ପ୍ରକୃତରେ ଓଡ଼ିଶାର ଗୌରବ, ଯିଏ ମହିଳାଙ୍କ କର୍କଟ ରୋଗ ଚିକିତ୍ସା…

Odisha Assembly: ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ

ଗୃହ ବିଭାଗର ଅତିରିକ୍ତ ଅନୁଦାନ ଦାବି ଆଲୋଚନା ଅବସରରେ ଓଡ଼ିଶା ବିଧାନ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ବନ୍ଧରେ ନିଜର ମତ ଉପସ୍ଥାପନ କରିଛନ୍ତି । ଗୃହ ବିଭାଗ ଖର୍ଚ୍ଚ ଦାବି ଆଲୋଚନା ସମୟରେ…

Mo Jungle Jami Yojana: ଆଦିବାସୀଙ୍କ ଠାରୁ ଜଙ୍ଗଲ ଜମି ଅଧିକାର ଛଡାଇ ନେଲେ ମୋହନ ସରକାର: ବିଜେଡି

ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ପୂର୍ବତନ ସାଂସଦ ତଥା ସାଧାରଣ ସମ୍ପାଦକ ପ୍ରଦୀପ ମାଝୀ ଓ ରାଜ୍ୟ ମିଡିଆ ସଂଯୋଜକ ଡ. ପ୍ରିୟବ୍ରତ ମାଝୀ କହିଥିଲେ ଯେ, ଆବହମାନ କାଳରୁ ଆଦିବାସୀମାନେ ଜଙ୍ଗଲରେ ବସବାସ କରୁଛନ୍ତି । ଏବେ…

PM Modi Receives Vladimir Putin: ଭାରତରେ ରୁଷ ରାଷ୍ଟ୍ରପତି ପୁଟିନ, ସ୍ୱାଗତ କଲେ ପ୍ରଧାନମନ୍ତ୍ରୀ ମୋଦି

ଭାରତରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ପୁଟିନ ଦିଲ୍ଲୀର ପାଲମ ବିମାନବନ୍ଦରରେ ଅବତରଣ କରିବାମାତ୍ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଟିନଙ୍କୁ ଭବ୍ୟ ସ୍ୱାଗତ କରିବା ସହ ତାଙ୍କୁ ଆଲିଙ୍ଗନ କରିଥିଲେ ଏବଂ ଉପସ୍ଥିତ ସମସ୍ତ ଅଧିକାରୀଙ୍କ ସହିତ ପରିଚିତ…

BJD Press Meet: ରାଜ୍ୟର ସ୍ୱାସ୍ଥ୍ୟ ବ୍ୟବସ୍ଥା ବିଗିଡ଼ିବାରେ ଲାଗିଛି, ସରକାରଙ୍କ ନିଘା ନାହିଁ: ବିଜେଡି

କଟକ ବଡ଼ ମେଡିକାଲରେ ଡାଏଲେସିସ ବ୍ୟବସ୍ଥା ଗତ କିଛି ଦିନ ହେଲା ଅଚଳ ହୋଇ ପଡିଥିବାରୁ ରୋଗୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । କେବେ ଏହା ପୁନଃ କାର୍ଯ୍ୟକ୍ଷମ ହେବ ତାର ମଧ୍ୟ କୌଣସି ସୂଚନା ମିଳୁ ନଥିବାରୁ…

Odisha Assembly: ରାଜ୍ୟରେ ଏବେ ଗଠନ ହେବନି ପଞ୍ଚାୟତ କି ବ୍ଲକ୍‌

ବର୍ତ୍ତମାନ ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍ । ଏନେଇ ଆଜି ବିଧାନସଭା ଗୃହରେ ଉତ୍ତର ରଖିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ୨୫୦୧ ଗାଁର ପଡା ଗାଁ ମାନ୍ୟତା ଆବେଦନ ଖାରଜ କରିଛି ରାଜସ୍ବ…