ତାଜା ଖବର ରାଜ୍ୟ Chandbali Bandh: ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ମାମଲା: ଆଜି ୬ ଘଣ୍ଟିଆ ଚାନ୍ଦବାଲି ବନ୍ଦ December 25, 2025 Papirani ଚାନ୍ଦବାଲିରେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଘଟଣା। ଆଜି ୬ ଘଣ୍ଟିଆ ଚାନ୍ଦବାଲି ବନ୍ଦ ପାଳନ କରାଯାଉଛି। ନାବାଳିକା ଦୁଷ୍କର୍ମ ଓ ହତ୍ୟା ପ୍ରତିବାଦରେ ଆଜି ଦୁଇ ବିରୋଧୀ ଦଳ ବିଜେଡ଼ି ଏବଂ କଂଗ୍ରେସ ପୃଥକ ପୃଥକ ୬ ଘଣ୍ଟିଆ ବନ୍ଦ…
ତାଜା ଖବର ଦେଶ Karnataka Bus Accident: ଚିତ୍ରାଦୁର୍ଗ ଜିଲ୍ଲାରେ ଜଳିଗଲା ବସ୍, ୧୦ ଯାତ୍ରୀ ଜୀବନ୍ତ ଦଗ୍ଧ December 25, 2025 Papirani ଚିତ୍ରାଦୁର୍ଗ ଜିଲ୍ଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ସ୍ଲିପର ବସ୍ ଏକ ଟ୍ରକ୍ ସହିତ ଧକ୍କା ହେବା ଦ୍ୱାରା ବସ୍ଟି ଜଳି ଯାଇଛି । ବସ୍ରେ ନିଆଁ ଲାଗି ଯାଇ ୧୦ ଜଣଙ୍କର ମୃତ୍ୟୁ ହୋଇଛି। ବସର…
ରାଜନୀତି ରାଜ୍ୟ BJP Government: ତିନି ବେପାର ମାଲେମାଲ୍ December 25, 2025 Papirani ଓଡ଼ିଶାରେ କିଛି ବେପାର ଭଲ ଚାଲିଚି । ଯମିତି ଫାଷ୍ଟଫୁଡା ଟେକ୍ସଷ୍ଟାଇଲ ପାର୍କ ହେଇନପାରୁ ପଛେ ରାଜଧାନୀରେ ଅନେକ ଗୁଡିଏ ଖାଉଗଳି ଗଢ଼ିଉଠି ସାରିଚି । ସଞ୍ଜ ବେଳେ ଗଳି ଦେଇ ଗାଡ଼ି ନେଇଯିବା ଦହଗଞ୍ଜର କାମ। ୧୦ଟା ବେଳକୁ ପ୍ରାୟ…
ତାଜା ଖବର ରାଜ୍ୟ Economic Region In Odisha: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଗଠନ ହେବ ଇକୋନୋମିକ୍ ରିଜିଅନ୍ December 24, 2025 Nirvay ଆଜି ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅଞ୍ଚଳକୁ ନେଇ ଇକୋନୋମିକ୍ ରିଜିଅନ୍ ଗଠନ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ସମଗ୍ର ଅଞ୍ଚଳରେ ଥିବା ସହର ଗୁଡିକୁ ‘ଗ୍ରୋଥ୍ ହବ୍’ ଭାବେ…
ରାଜ୍ୟ Bargarh Dhanu Jatra: ଆଜିଠୁ ଆରମ୍ଭ ହେଲା ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା December 24, 2025 Nirvay ଆଜିଠାରୁ ଆରମ୍ଭ ହେଲା ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ୧୧ ଦିନ ଧରି ଚାଲିବ ମହାରାଜ କଂସଙ୍କ ରାଜୁତି । ଏଥିପାଇଁ ଚଳଚଞ୍ଚଳ ହୋଇଛି ବରଗଡ଼ ସହର । ବରଗଡ଼ ମଥୁରାନଗରୀ ଏବଂ ଅମ୍ବାପାଲ୍ଲୀ ସାଜିଛି ଗୋପପୁର । ରାଜକୀୟ ଶୋଭାଯାତ୍ରାରେ…
ତାଜା ଖବର ରାଜ୍ୟ Baraputra Aitihya Gram Yojana: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର December 24, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏହି ବୈଠକରେ ‘ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ କ୍ୟାବିନେଟ୍ ମୋହର ବାଜିଛି । ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା…
ରାଜନୀତି ରାଜ୍ୟ Chandabali Shame: ଚାନ୍ଦବାଲି ଦୁଷ୍କର୍ମ ଘଟଣାରେ ମନମୋହନ ରାଜ୍ୟବାସୀଙ୍କୁ କି ଆଶ୍ୱାସନା ଦେବେ ବୋଲି କଂଗ୍ରେସ ପ୍ରଶ୍ନ କରିଛି December 24, 2025 Nirvay ଚାନ୍ଦବାଲିରେ ଘଟିଥିବା ଲୋମହର୍ଷଣକାରୀ ଦୁଷ୍କର୍ମ ଏବଂ ହତ୍ୟା ଉପରେ କଂଗ୍ରେସ ଭବନଠାରେ ସାମ୍ବାଦିକ ସମ୍ମିଳନୀ ଆୟୋଜନ ହୋଇଥିଲା । ବିଜେପି ସଭାପତି ମନ ମୋହନ ସାମଲ ନିଜ ନିର୍ବାଚନ ମଣ୍ଡଳୀରେ ଘଟିଥିବା ଦୁଷ୍କର୍ମ ଘଟଣାକୁ ନେଇ ରାଜ୍ୟବାସୀଙ୍କୁ କି ଆଶ୍ୱାସନା ଦେବେ…
ରାଜନୀତି ରାଜ୍ୟ Odisha Politics: ମିଛ ତଥ୍ୟ ଦେଇ ରାଜ୍ୟବାସୀଙ୍କୁ ଭୂଆଁ ବୁଲାଉଛନ୍ତି ଯୋଗାଣମନ୍ତ୍ରୀ: ବିଜେଡି December 24, 2025 Nirvay ଆଜି ଶଙ୍ଖଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ବିଜେଡି ମୁଖପାତ୍ର ତଥା ଗଣମାଧ୍ୟମ ସଂଯୋଜକ ଡ. ଲେନିନ୍ ମହାନ୍ତି କହିଛନ୍ତି ଯେ, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ରାଜ୍ୟର ଚାଷୀମାନଙ୍କୁ ଧାନ ସଂଗ୍ରହ ବାବଦରେ ମିଛ ତଥ୍ୟ ଦେଇ ଭୂଆଁ ବୁଲାଉଛନ୍ତି ।…
ତାଜା ଖବର ରାଜ୍ୟ Odisha’s New Chief Secretary Anu Garg: ଅନୁ ଗର୍ଗ ନୂଆ ମୁଖ୍ୟ ଶାସନ ସଚିବ December 24, 2025 Papirani ନୂଆ ମୁଖ୍ୟ ଶାସନ ସଚିବ ହେଲେ ଅନୁ ଗର୍ଗ । ରାଜ୍ୟର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ନେବେ ଅନୁ ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଲା । ଆସନ୍ତା ୩୧ରେ…
ତାଜା ଖବର ରାଜ୍ୟ Kotia Dispute: କୋଟିଆକୁ ପ୍ରବେଶ କଲେ ବନ୍ଧା ହେବେ ଆନ୍ଧ୍ର ଅଧିକାରୀ: ସୁରେଶ ପୂଜାରୀ December 24, 2025 Papirani କୋଟିଆକୁ ପ୍ରବେଶ କଲେ ବନ୍ଧା ହେବେ ଆନ୍ଧ୍ର ଅଧିକାରୀ । ଏ ନେଇ ଚେତାବନୀ ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।କୋଟିଆକୁ ନେଇ ଉଚ୍ଚସ୍ତରୀୟ ବୈଠକ ରାଜସ୍ୱ ମନ୍ତ୍ରୀ କହିଛନ୍ତି ଆନ୍ଧ୍ରର ଲୋକ କୋଟିଆକୁ ବୁଲିବାକୁ ଆସି ପାରିବେ ।କିନ୍ତୁ…