Day: 1 January 2026

Paddy Procurement In Odisha: ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଚାଲିବ ଧାନ କିଣା; ଓଡିଶାରୁ ୬ ଲକ୍ଷ ମେଟ୍ରିକ ଟନ୍ ଚାଉଳ ଉଠାଇବ କେନ୍ଦ୍ର

ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଧାନକିଣା ଚାଲିବ ବୋଲି ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଘୋଷଣା କରିଛନ୍ତି । ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଏପର୍ଯ୍ୟନ୍ତ ୧୦ ଲକ୍ଷ ୫୦ ହଜାର ମେଟ୍ରିକ ଟନ୍ ଧାନ…

New Year Greetings: ନୂଆବର୍ଷର ଅଭିନନ୍ଦନ ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ବିଦାୟ ନେଇଛି ୨୦୨୫ । ଆସିଛି ନୂଆବର୍ଷ ୨୦୨୬ । ନୂତନ ବର୍ଷ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତିି ଯେ…

Dense Fog Disrupts Flights: ଘନ କୁହୁଡ଼ି ଯୋଗୁଁ ଭୁବନେଶ୍ୱରରେ ବିମାନ ସେବା ବାଧାପ୍ରାପ୍ତ

ଆଜି ସକାଳୁ ରାଜଧାନୀ ଭୁବନେଶ୍ୱରରେ ଘନ କୁହୁଡି ଯୋଗୁଁ ବିମାନ ସେବା ବାଧାପ୍ରାପ୍ତ ହୋଇଛି । ଘନ କୁହୁଡ଼ି ପାଇଁ ଏକଧିକ ବିମାନ ଉଡ଼ିପାରିନାହିଁ । ଅତ୍ୟନ୍ତ ଦୁର୍ବଳ ଦୃଶ୍ୟମାନତା ମଧ୍ୟରେ କେବଳ ଗୋଟିଏ ବିମାନ ଉଡ଼ାଣ ଭରିବାରେ ସଫଳ ହୋଇଥିଲା,…