ତାଜା ଖବର ଦେଶ Chhattisgarh Maoist Encounter: ଛତିଶଗଡ଼ରେ ବଡ଼ ଧରଣର ଏନକାଉଣ୍ଟର: ୧୪ ମାଓବାଦୀ ନିହତ January 3, 2026 Nirvay ଛତିଶଗଡ଼ରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି । ରାଜ୍ୟର ସୁକମା ଏବଂ ବିଜାପୁର ଜିଲ୍ଲାରେ ହୋଇଥିବା ଦୁଇଟି ପୃଥକ ଏନକାଉଣ୍ଟରରେ ମୋଟ ୧୪ ଜଣ ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ଏକେ-୪୭ ଏବଂ ଇନସାସ୍ ରାଇଫଲ ଭଳି ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର…
ତାଜା ଖବର ରାଜ୍ୟ BDO Attacked: କାର୍ଯ୍ୟାଳୟ ଭିତରେ ମହିଳା ବିଡିଓଙ୍କୁ ଆକ୍ରମଣ January 3, 2026 Nirvay କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକରେ ଏକ ଅଭାବାନୀୟ ଘଟଣା ଘଟିଛି । ମହିଳା ବିଡିଓଙ୍କ ଅଫିସରେ ପଶି ସଂଘବଦ୍ଧ ଆକ୍ରମଣ ଉଦ୍ୟମ କରିଥିବା ସୂଚନା ମିଳିଛି । ଠିକା କାମକୁ ନେଇ ବିଡିଓ ତିଳୋତ୍ତମା ପୃଷ୍ଟିଙ୍କୁ ଦୁର୍ବୃତ୍ତ ମାନେ ଦୁର୍ବ୍ୟବହାର ସହ…
ତାଜା ଖବର ରାଜ୍ୟ Green Sticker For Vehicles: ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ବାଧ୍ୟତା ନୁହେଁ January 3, 2026 Nirvay ଗାଡ଼ି ଚାଳକଙ୍କ ପାଇଁ ଖୁସି ଖବର । ଗାଡ଼ିରେ ଗ୍ରୀନ ଷ୍ଟିକର ଲଗାଇବା ବାଧ୍ୟତା ନୁହେଁ ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି । ଗ୍ରୀନ ଷ୍ଟିକର କେବଳ ଏକ ସୂଚକ, କୌଣସି ଦେୟ ଦେବାକୁ ପଡ଼ିବନି…
ରାଜ୍ୟ Dense Fog In Bhubaneswar: ରାଜଧାନୀରେ ଘନ କୁହୁଡ଼ି ଯୋଗୁଁ ବିମାନ ସେବା ବାଧାପ୍ରାପ୍ତ January 3, 2026 Nirvay ରାଜ୍ୟରେ ଜାରି ରହିଛି ଶୀତ ଲହରୀ ସାଙ୍ଗକୁ ଘନ କୁହୁଡି । ଶନିବାର ଦିନ ସକାଳେ ଘନ କୁହୁଡ଼ି ଯୋଗୁଁ ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ବିମାନ ସେବା କ୍ରମାଗତ ତୃତୀୟ ଦିନ ପାଇଁ ବାଧାପ୍ରାପ୍ତ ହୋଇଛି । ସକାଳୁ…