Day: 6 January 2026

Bomb Attack At Hotel In Berhampur: ବ୍ରହ୍ମପୁରର ଏକ ହୋଟେଲ ଉପରକୁ ବୋମାମାଡ଼

ବ୍ରହ୍ମପୁରରେ ବୋମାମାଡ଼ । ବୈଦ୍ୟନାଥପୁର ଥାନା ସୁବାରାଓ ଛକରେ ଥିବା ହୋଟେଲ ଉପରକୁ ବୋମାମାଡ଼ ହୋଇଛି। ଗତକାଲି ରାତି ୧୦ଟା ୩୦ରେ ବୋମାମାଡ଼ ହୋଇଛି । ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ । ବାଇକରେ ଆସି ଦୁଇଜଣ ଦୁର୍ବୃତ୍ତ ବୋମାମାଡ଼ କରିଥିଲେ…

Low Pressure: ଶୀତରେ ଆସୁଛି ବର୍ଷା; ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ସମ୍ଭାବନା ରହିଛି। ଗତକାଲି ସନ୍ଧ୍ୟା ସାଢ଼େ ୫ଟାରେ ଭାରତ ମହାସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ…

CM Mohan Majhi Birthday: ୫୪ ବର୍ଷରେ ପାଦ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଜନ୍ମଦିନର ଶୁଭେଚ୍ଛା ଜଣାଇଲ ପ୍ରଧାନମନ୍ତ୍ରୀ ମୋଦି

୫୪ ବର୍ଷରେ ପଦାର୍ପଣ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଜୁନ୍‌ ୧୨ତାରିଖରେ ଶପଥ ଗ୍ରହଣ କରିଥିଲେ । ବିଜେପିର ଏହି ଯୁବ ନେତା ରାଜ୍ୟରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ହେବାର ସୁଯୋଗ ପାଇଁ…

Bangladesh Clashes: ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ହତ୍ୟା

ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ହତ୍ୟା କଲେ କଟୋରପନ୍ଥୀ । ଦୋକାନରେ ବସିଥିବା ବ୍ୟବସାୟୀଙ୍କୁ ବୀଭତ୍ସ ହତ୍ୟା। ବାଂଲାଦେଶରେ ୧୮ ଦିନରେ ଗଲାଣି ୬ ହିନ୍ଦୁଙ୍କ ଜୀବନ ।ସଂଖ୍ୟାଲଘୁଙ୍କ ଟାର୍ଗେଟ କରି ଆକ୍ରମଣ କରୁଥିବା ଜଣାପଡ଼ିଛି।ଗତ ୨୪ ଘଣ୍ଟା ମଧ୍ୟରେ ଏହା…