Day: 15 January 2026

Puri Shrimandir: ପୁଣି ଶ୍ରୀମନ୍ଦିର ଭିତରକୁ ମୋବାଇଲ୍; ଭିଡିଓ ଭାଇରାଲ

ପୁଣି ଶ୍ରୀମନ୍ଦିର ଭିତରକୁ ମୋବାଇଲ୍ ନେବା ଭିଡିଓ ଭାଇରାଲ । ଆନନ୍ଦବଜାରରେ ଜଣେ ବ୍ୟକ୍ତି ଦୀର୍ଘ ସମୟ ଧରି ଗପିବାର ଭିଡିଓ ଏବେ ଭାଇରାଲ୍ ହୋଇଛି । ଏହା ପରେ ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ । କଟକଣା ସତ୍ତ୍ୱେ…

Massive Fire Guts Ethanol Factory: ସୁବର୍ଣ୍ଣପୁରରେ ଇଥାନଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ

ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ପାନମୁରାସ୍ଥିତ ଇଥାନଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ । ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ନେଇ ସୂଚନା ରହିଛି । ଗତକାଲି ବିଳମ୍ବିତ ରାତ୍ରିରେ କୌଣସି କାରଣରୁ ଫ୍ୟାକ୍ଟ୍ରିରେ ନିଆଁ ଲାଗିଯାଇଥିଲା । ସ୍ଥାନୀୟ ବାସିନ୍ଦା ପ୍ରଥମେ ଅଗ୍ନିକାଣ୍ଡ…

Lingaraj Temple Rituals Dispute: ସ୍ୱାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି

ସ୍ୱାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି । ଦୁଇ ସେବକ ଗୋଷ୍ଠୀ ମଧ୍ୟରେ ବିବାଦ ଯୋଗୁଁ ଦୀର୍ଘ ସମୟ ଧରି ବ୍ୟାଘାତ ହେବା ପରେ ଲିଙ୍ଗରାଜ ମନ୍ଦିରରେ ପ୍ରଭୁ ଲିଙ୍ଗରାଜଙ୍କ ଦୈନନ୍ଦିନ ରୀତିନୀତି ସ୍ୱାଭାବିକ ହୋଇଛି। ମଙ୍ଗଳ ଆଳତି ପରେ ଚାଲିଛି ଧାଡ଼ି…