ତାଜା ଖବର ରାଜ୍ୟ Mahanadi Water Issue: ମହାନଦୀ ସମସ୍ୟା ପାଇଁ ବିଜେଡି ଦାୟୀ: ସୁରେଶ ପୂଜାରୀ January 23, 2026 Papirani ମହାନଦୀ ପ୍ରସଙ୍ଗରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକ ଶେଷ ହୋଇଛି । ବୈଠକ ପରେ ବିଜେଡ଼ିରେ ଉପରେ ବର୍ଷିଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ମହାନଦୀ ବିବାଦ ପାଇଁ…
ତାଜା ଖବର ରାଜନୀତି ରାଜ୍ୟ Rajya Sabha Election: ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବ କଂଗ୍ରେସ January 23, 2026 Papirani ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବ କଂଗ୍ରେସ । ଏ ନେଇ ଆଜି ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ସେ କହିଛନ୍ତି ରାଜ୍ୟସଭା ନିର୍ବାଚନରେ ହାର୍ ଜିତ୍କୁ ଭୟ ନାହିଁ । ରାଜ୍ୟସଭା ନିର୍ବାଚନରେ ପ୍ରାର୍ଥୀ ଦେବୁ…
ତାଜା ଖବର ରାଜ୍ୟ Journalist Sheela Pattnaik: ଯୁବ ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ମୃତ୍ୟୁ ଘଟଣାରେ ପରିବାରକୁ ୪ ଲକ୍ଷ ଆର୍ଥିକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ January 23, 2026 Papirani ଜଣାଶୁଣା ସାମ୍ବାଦିକା ଶିଲା ପଟ୍ଟନାୟକଙ୍କ ଦୁର୍ଘଟଣା ଜନିତ ପ୍ରାଣହାନି ଘଟଣାରେ ତାଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ (CMO) ଦ୍ୱାରା ଜାରି ଏକ ବିବୃତ୍ତିରେ ଏହି ଦୁଃଖଦ ଘଟଣା…
ତାଜା ଖବର ରାଜ୍ୟ Vice President In Odisha: ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ୍ January 23, 2026 Papirani ଓଡ଼ିଶାରେ ଉପରାଷ୍ଟ୍ରପତି ସି.ପି ରାଧାକ୍ରିଷ୍ଣନ୍ । ନିର୍ଦ୍ଧାରିତ ସମୟର ୨୫ ମିନିଟ ପୂର୍ବରୁ ଭୁବନେଶ୍ବରରେ ପହଞ୍ଚିଥିଲେ ଉପରାଷ୍ଟ୍ରପତି। ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସିଧାସଳଖ କଟକ ଯାଇଛନ୍ତି । ନେତାଜୀଙ୍କ ୧୨୯ ତମ ଜୟନ୍ତୀ ଅବସରରେ ବାସଭବନରେ ଆୟୋଜିତ କାର୍ଯ୍ୟକ୍ରମରେ…
ତାଜା ଖବର ଦେଶ ରାଜ୍ୟ Saraswati Puja: ଆଜି ପବିତ୍ର ଶ୍ରୀ ପଞ୍ଚମୀ; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ January 23, 2026 Papirani ଆଜି ପବିତ୍ର ଶ୍ରୀ ପଞ୍ଚମୀ। ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ । ମାଘ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ବିଦ୍ୟାର ଅଧିଷ୍ଠାତ୍ରୀ ଦେବୀଙ୍କ ପୂଜା ହୋଇଥାଏ। ସମସ୍ତ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ଭକ୍ତିପୂତ ପୂଜାର୍ଚ୍ଚନା କରାଯାଉଥିବା ଦେଖିବାକୁ ମିଳିଛି।…