Day: 24 January 2026

niti-aayog-vice-chairman-meets-cm-mohan-majhi

NITI Aayog VC Meets Odisha CM: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୀତି ଆୟୋଗ ଉପାଧ୍ୟକ୍ଷ

ଲୋକସେବା ଭବନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ ଏବଂ ସଦସ୍ୟ ଡକ୍ଟର ଅରବିନ୍ଦ ବିରମଣି ସାକ୍ଷାତ କରିବା ପରେ, ରାଜ୍ୟର ବିକାଶ ଏବଂ ସ୍ୱାସ୍ଥ୍ୟ ବ୍ୟବସ୍ଥା ଉନ୍ନତି ସମ୍ପର୍କରେ ଆଲୋଚନା କରିଛନ୍ତି ।…

Voter List for Panchayat and Municipal Elections to be prepared after SIR: SEC

Early Panchayat Polls In Odisha: ଆଗୁଆ ହୋଇପାରେ ପଞ୍ଚାୟତ ନିର୍ବାଚନ

ଓଡ଼ିଶାରେ ପଞ୍ଚାୟତ ନିର୍ବାଚନ ଆଗୁଆ ହେବାର ସମ୍ଭାବନା ରହିଛି । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ଯେ ଜନଗଣନା ପାଇଁ ଆଗୁଆ ନିର୍ବାଚନ ହେବାର ସମ୍ଭାବନା ରହିଛି । ଫେବୃଆରୀ ୨୦୨୭ ରେ ଜନଗଣନା ସ୍ଥିର ହୋଇଥିବା ବେଳେ,…

MLA Arvind Mohapatra shows strength in Patkura

Arvind Mohapatra Shows Strength: ପାଟକୁରାରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଅରବିନ୍ଦ ମହାପାତ୍ର

କେନ୍ଦ୍ରାପଡ଼ା ଜିଲ୍ଲାର ପାଟକୁରା ଡେରାବିଶ ବ୍ଲକ୍‌ରେ ବିଧାୟକ ଅରବିନ୍ଦ ମହାପାତ୍ର ଶକ୍ତି ପ୍ରଦର୍ଶନ କରିଛନ୍ତି । ମୋଟର ସାଇକେଲ ଶୋଭାଯାତ୍ରାରେ ସମର୍ଥକଙ୍କ ସହ ବିଧାୟକ ଏହି ଶକ୍ତି ପ୍ରଦର୍ଶନ କରିଛନ୍ତି । ଶୋଭାଯାତ୍ରା ଚାନ୍ଦୋଳ ବଜାର, କାକଟିଆ ଛକ ଦେଇ ଗଣେଶ୍ୱରପୁର…

Woman arrested in over Rs 3 crore fraud case

Woman Arrested In Fraud Case: ୩ କୋଟିରୁ ଉର୍ଦ୍ଧ ଠକେଇ ମାମଲାରେ ମହିଳା ଗିରଫ

ଓଡ଼ିଶାର କେନ୍ଦୁଝର ଜିଲ୍ଲାର ବଲାଣି ଥାନା ଅଞ୍ଚଳର ଜଣେ ମହିଳାଙ୍କୁ ପ୍ରାୟ ୩ କୋଟି ଟଙ୍କାର ଠକେଇ ମାମଲାରେ ଗିରଫ କରାଯାଇଛି । ସେ ଶ୍ରମ ବିଭାଗର ଅଧିକାରୀ କହି ମହିଳାମାନଙ୍କୁ ଲୋନ କରାଇ ଦେବା ପ୍ରତିଶ୍ରୁତି ଦେଇ ଠକିଥିବା ଅଭିଯୋଗ…

Minor beaten up by Puri police in Srimandir

Minor Beaten Up In Srimandir: ଶ୍ରୀମନ୍ଦିରରେ ପୋଲିସ ମାଡ଼ରେ ନାବାଳକ ଗୁରୁତର

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରୁଥିବା ବେଳେ ଜଣେ ନାବାଳକ ପୁଲିସ ମାଡ଼ରେ ଗୁରୁତର ହୋଇଛି । ନାବାଳକଙ୍କ ପରିବାର ଲୋକ କହିଛନ୍ତି ଯେ ମହାପ୍ରଭୁଙ୍କୁ ଦର୍ଶନ କରୁଥିବା ବେଳେ ଗହଳି ଭିତରେ ଜଣେ ପୋଲିସ ପୋଷାକଧାରୀ ତାଙ୍କ ପୁଅକୁ ବାଡେଇ ଥିଲେ…

41 Mohammed Moquim Supporters Quit Congress in Mass Resignation

Odisha Congress Hit By Mass Resignation: କଂଗ୍ରେସରୁ ଇସ୍ତଫା ଦେଲେ ମହମ୍ମଦ ମୋକିମଙ୍କ ୪୧ ସମର୍ଥକ

ଓଡ଼ିଶା କଂଗ୍ରେସରୁ ବହିଷ୍କୃତ ହୋଇଥିବା ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ୪୧ ଜଣ ସମର୍ଥକ ଆଜି କଂଗ୍ରେସ ଦଳ ଛାଡ଼ିଛନ୍ତି । ରାଜ୍ୟ ନେତୃତ୍ୱକୁ ବିରୋଧ କରି ସେମାନେ ଇସ୍ତଫା ଦେଇଛନ୍ତି । ସେମାନଙ୍କ ମଧ୍ୟରେ ପୂର୍ବତନ ପିସିସି ସମ୍ପାଦକ, ପୂର୍ବତନ…

PM Modi distributes 61,000 appointment letters

PM Modi Distributes Appointment Letters: ୬୧,୦୦୦ ରୁ ଅଧିକ ଯୁବକଯୁବତୀଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ୬୧,୦୦୦ରୁ ଅଧିକ ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ଏହି ନିଯୁକ୍ତି ପତ୍ର ବଣ୍ଟନ କାର୍ଯ୍ୟକ୍ରମ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆୟୋଜିତ ହୋଇଥିଲା । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏହି ନିଯୁକ୍ତି…

Orissa High Court Issues Strict Notice to usha padhee

HC Issues Notice To Usha Padhee: ଅଦାଲତ ଅବମାନନା ମାମଲାରେ ସଚିବ ଉଷା ପାଢ଼ୀଙ୍କୁ ହାଇକୋର୍ଟଙ୍କ ହାଜିରା ନିର୍ଦ୍ଦେଶ

ଅଦାଲତ ଅବମାନନା ମାମଲାରେ ନଗର ଉନ୍ନୟନ ସଚିବ ଉଷା ପାଢ଼ୀଙ୍କୁ ଓଡିଶା ହାଇକୋର୍ଟ ହାଜିରା ନିର୍ଦ୍ଦେଶ ଦେଇଛନ୍ତି । ଖାଲି ଏତିକି ନୁହେଁ ସଚିବଙ୍କ ସହ ପୌର ପ୍ରଶାସନ ନିର୍ଦ୍ଦେଶକ ଗଗନ ବିହାରୀ ସ୍ବାଇଁ, ଟାଉନ ପ୍ଲାନିଂ ନିର୍ଦ୍ଦେଶକ ତଥା ସ୍ବତନ୍ତ୍ର…

Rehearsals in Full Swing for State-Level Republic Day Parade at Bhubaneswar Lower PMG

State-Level Republic Day Parade At Bhubaneswar: ରାଜ୍ୟସ୍ତରୀୟ ଗଣତନ୍ତ୍ର ଦିବସ ପରେଡ୍ ପାଇଁ ଜୋରସୋରରେ ଅଭ୍ୟାସ

ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ । ସମାରୋହ ପୂର୍ବରୁ ଭୁବନେଶ୍ୱର ଲୋୟର ପିଏମଜିରେ ଆରମ୍ଭ ହୋଇଛି ପରେଡ୍‌ ରିହର୍ସାଲ । ଆଜି ଫୁଲଡ୍ରେସ ରିହରସାଲ୍ କରାଯାଉଛି । ଏଥର ଗଣତନ୍ତ୍ର ଦିବସ ପରେଡରେ ୫୪ଟି କଣ୍ଟିଜେଣ୍ଟ ଭାଗ ନେବେ…

Koraput dist admin bans non-veg sale on Republic Day

Non-Veg Ban On Republic Day: କୋରାପୁଟ ଜିଲ୍ଲାରେ ଗଣତନ୍ତ୍ର ଦିବସରେ ଆମିଷ ନିଷେଧ

ଗଣତନ୍ତ୍ର ଦିବସ ଅବସରରେ ଓଡ଼ିଶାର କୋରାପୁଟ ଜିଲ୍ଲାରେ ଆମିଷ ଭୋଜନ ନିଷେଧ କରାଯାଇଛି । ଜିଲ୍ଲା ପ୍ରଶାସନ ତରଫରୁ ସମସ୍ତ ହୋଟେଲ, ରେସ୍ତୋରାଁ ଓ ଆମିଷ ଭୋଜନାଳୟକୁ ନିରାମିଷ ଭୋଜନ ପରିସର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ନିଷେଧାଦେଶ କଡ଼ାକଡ଼ି…