Day: 28 January 2026

Odisha CM launches ‘samikshya’ Portal

Samikshya Portal Launched: ‘ସମୀକ୍ଷା’ ପୋର୍ଟାଲ ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଷଷ୍ଠ ରାଜ୍ୟ ଅର୍ଥ କମିଶନର ଚୂଡ଼ାନ୍ତ ରିପୋର୍ଟ ପ୍ରଦାନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ‘ସମୀକ୍ଷା’ ପୋର୍ଟାଲର ମଧ୍ୟ ଉନ୍ମୋଚନ କରିଛନ୍ତି । ଏହି ପୋର୍ଟାଲ ରାଜ୍ୟ ଅର୍ଥ କମିଶନ (SFC)…

odisha-works-department-launches-cdms-3-0

CDMS 3.0 Launched: କଣ୍ଟ୍ରାକ୍ଟର ଡାଟାବେସ୍ ମ୍ୟାନେଜମେଣ୍ଟ ସିଷ୍ଟମ୍ 3.0 ର ଶୁଭାରମ୍ଭ

ଆଜି ପୂର୍ତ୍ତ ବିଭାଗର ଦୁଇଟି ନୂତନ ଆପ୍ଲିକେସନ୍ ର ଶୁଭାରମ୍ଭ ହୋଇଛି । ଡାକ ବଙ୍ଗଳା ବୁକିଂ ପ୍ରକ୍ରିୟାକୁ ଡିଜିଟାଲ୍ କରିବା ଲକ୍ଷ୍ୟରେ “e-IB ଅନଲାଇନ୍ ଆପ୍ଲିକେସନ୍” ଓ କଣ୍ଟ୍ରାକର ପରିଚାଳନା ବ୍ୟବସ୍ଥାକୁ ଅଧିକ ସରଳ,ସ୍ଵଚ୍ଛ ଏବଂ କାର୍ଯ୍ୟକ୍ଷମ କରିବା ଉଦ୍ଦେଶ୍ୟରେ…

Kharif Paddy Procurement Underway In The State: ମୃତ ବ୍ୟକ୍ତିଙ୍କ ନାଁରେ ଯେତିକି ଚାଉଳ ଉଠିଥିବ, ଦେଢ଼ଗୁଣା ଆଦାୟ ହେବ: କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ଚାଲିଛି ଖରିଫ ଧାନ କିଣା । ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର ଆଦି ଜିଲ୍ଲାରେ ଧାନ କ୍ରୟ ସରି ଆସିଲାଣି । ଦିନେ ଦୁଇଦିନରେ ଧାନ…

Odisha Human Rights Commission

Equal Opportunity for Transgenders: ଟ୍ରାନ୍ସଜେଣ୍ଡରଙ୍କୁ ସମାନ ସୁଯୋଗ ପାଇଁ OHRC ଙ୍କ ସୁପାରିସ୍‌

ଓଡିଶା ମାନବ ଅଧିକାର ଆୟୋଗ (OHRC) ତୃତୀୟ ଲିଙ୍ଗ/ଟ୍ରାନ୍ସଜେଣ୍ଡର ବ୍ୟକ୍ତିଙ୍କ ପାଇଁ ସମାନ ସୁଯୋଗ ଏବଂ ନ୍ୟାୟ ନିଶ୍ଚିତ କରିବା ପାଇଁ କିଛି ସୁପାରିଶ କରିଛନ୍ତି । ଜଣେ ତୃତୀୟ ଲିଙ୍ଗୀଙ୍କ ଆବେଦନ ଆଧାରରେ OHRC ଏହି ସୁପାରିସ୍‌ କରିଛନ୍ତି ।…

President Droupadi Murmu addresses Joint Sitting of Budget Session

President Murmu Addresses Parliament: ସଂସଦର ମିଳିତ ଅଧିବେଶନରେ ଅଭିଭାଷଣ ରଖିଲେ ରାଷ୍ଟ୍ରପତି

ଆଜି ବଜେଟ ଅଧିବେଶନର ପ୍ରଥମ ଦିନରେ ସଂସଦର ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରି ସାମାଜିକ ନ୍ୟାୟ, କଲ୍ୟାଣ ଏବଂ ସ୍ୱଚ୍ଛତା ପ୍ରତି ସରକାରଙ୍କ ପ୍ରତିବଦ୍ଧତା ଉପରେ ଆଲୋକପାତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ମୁର୍ମୁ କହିଛନ୍ତି…

Silver Jubilee Edition of Enterprise Odisha: ରାଉରକେଲାରେ ୮,୮୮୪ କୋଟି ଟଙ୍କାର ୨୦ଟି ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ରାଉରକେଲାରେ ଅନୁଷ୍ଠିତ ୨୫ତମ ଏଣ୍ଟରପ୍ରାଇଜ୍ ଓଡ଼ିଶା ମାଇନିଂ କର୍ପୋରେସନ୍ ପାଭିଲିୟନକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗଦେଇ ଓଡ଼ିଶାର ଶିଳ୍ପ ବିକାଶ ପାଇଁ ଏକ ନୂଆ ଦିଗ୍ ଦର୍ଶନ ଦେଇଛନ୍ତି ।…

Odisha Bandh: ଶେଷ ହେଲା ନବ ନିର୍ମାଣ କୃଷକ ସଂଗଠନ ଦ୍ୱାରା ଦିଆଯାଇଥିବା ଆଠ ଘଣ୍ଟିଆ ବନ୍ଦ ଡାକରା

ନବ ନିର୍ମାଣ କୃଷକ ସଂଗଠନ ଦ୍ୱାରା ଦିଆଯାଇଥିବା ଆଠ ଘଣ୍ଟିଆ ବନ୍ଦ ଡାକରା ଶେଷ ହୋଇଛି । ସକାଳ ୬ଟାରୁ ଆରମ୍ଭ ହୋଇଥିବା ଏହି ଆନ୍ଦୋଳନ ଅପରାହ୍ନ ୨ଟା ଯାଏ ଚାଲିଥିଲା । ରାଜ୍ୟରେ କେତେ ସ୍ଥାନରେ ବନ୍ଦର ପ୍ରଭାବ ପଡ଼ିଥିବାବେଳେ…

Rajya Sabha Election: ରାଜ୍ୟସଭା ନିର୍ବାଚନ ନେଇ ନବୀନଙ୍କୁ ଭେଟିବେ ଭକ୍ତ ଦାସ

ଆଗାମୀ ରାଜ୍ୟସଭା ନିର୍ବାଚନ ପୂର୍ବରୁ ବିଜୁ ଜନତା ଦଳ (ବିଜେଡି) ଏବଂ କଂଗ୍ରେସ ମଧ୍ୟରେ ସମ୍ଭାବ୍ୟ ବୁଝାମଣାକୁ ନେଇ ଓଡ଼ିଶାର ରାଜନୈତିକ ମହଲରେ କଳ୍ପନାଜଳ୍ପନା ଜୋର ଧରିଛି।ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସମୟ ମାଗିଲେ…

NIA registers case to probe Flydubai attack on Capt Smit Machchhar

Bhubaneswar Blast: ଭୁବନେଶ୍ବର ସୁନ୍ଦରପଦା ବିସ୍ଫୋରଣ ଘଟଣା: ତଦନ୍ତ କରିବ ଏନ୍ଆଇଏ

ଭୁବନେଶ୍ବର ସୁନ୍ଦରପଦା ବିସ୍ଫୋରଣ ଘଟଣାରେ ଏନ୍ଆଇଏର ତଦନ୍ତ । ଘର ମାଲିକଙ୍କ ଠାରୁ ଆରମ୍ଭ କରି ଏକାଧିକ ଲୋକଙ୍କୁ ଏନ୍ଆଇଏର ଜେରା । ପଛରେ ବଡ଼ ଚକ୍ରାନ୍ତ ଆଶଙ୍କାରେ ଏନ୍ଆଇଏର ଜେରା କରିବ ବୋଲି ସୂଚନା ମିଳିଛି । ସୁନ୍ଦରପଦା ନିକଟ…

Maharashtra Declares Three-Day Mourning: ଅଜିତ ପାୱାରଙ୍କ ବିୟୋଗ; ମହାରାଷ୍ଟ୍ରରେ ୩ ଦିନିଆ ଶୋକ ଘୋଷଣା

ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିୟୋଗରେ ମହାରାଷ୍ଟ୍ରରେ ୩ ଦିନିଆ ଶୋକ ଘୋଷଣା କରାଯାଇଛି । ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାବିସ ଶୋକ ଘୋଷଣା କରିଛନ୍ତି । ଆଜିର ଦିନ ମହାରାଷ୍ଟ୍ର ପାଇଁ ଏକ କଳାଦିନ ବୋଲି ଫଡନାବିସ୍‌ କହିଛନ୍ତି । ମୁମ୍ବାଇରେ ଏକ…