ତାଜା ଖବର ରାଜ୍ୟ OJEE 2026: ଆଜିଠୁ ଆରମ୍ଭ ଓଜେଇଇ ଆବେଦନ January 28, 2026 Papirani ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) କମିଟି ଜାନୁଆରୀ ୨୮ ତାରିଖରୁ OJEE ୨୦୨୬ ପାଇଁ ଅନଲାଇନ୍ ଆବେଦନ ଗ୍ରହଣ କରିବା ଆରମ୍ଭ କରିଛି। ମେ ୪ରୁ ୯ ଯାଏ ପରୀକ୍ଷା ହେବ । ଏସବୁ ପରୀକ୍ଷା କମ୍ପ୍ୟୁଟର ବେସ୍ଡ୍ ଟେଷ୍ଟ…
ତାଜା ଖବର ଦେଶ ରାଜନୀତି Ajit Pawar Dies In Plane Crash: ବିମାନ ଦୁର୍ଘଟଣାରେ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ January 28, 2026 Papirani ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ଏହା ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ରାଷ୍ଟ୍ରପତି । ରାଷ୍ଟ୍ରପତି ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ପୋଷ୍ଟ କରିଛନ୍ତି,…
ତାଜା ଖବର ଦେଶ Budget Session Begins: ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ January 28, 2026 Papirani ସଂସଦର ବଜେଟ ଅଧିବେଶନ ଆଜି ଆରମ୍ଭ ହେଉଛି।ରାଷ୍ଟ୍ରପତିଙ୍କ ଅଭିଭାଷଣରୁ ଆରମ୍ଭ ହେବ ଗୃହକାର୍ଯ୍ୟ। ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ବିରୋଧୀଙ୍କ ଯୋଜନା। ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସାଧାରଣ ବଜେଟ ଉପସ୍ଥାପନ କରିବେ। ଅଧିବେଶନ ଦୁଇଟି ପର୍ଯ୍ୟାୟରେ ଚାଲିବ-ପ୍ରଥମ ପର୍ଯ୍ୟାୟ…
ତାଜା ଖବର ଦେଶ ରାଜନୀତି Deputy CM Ajit Pawar Dies In Plane Crash: ବିମାନ ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ January 28, 2026 Papirani ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାଗ୍ରସ୍ତ। ବାରାମତିରେ ଅବତରଣ ବେଳେ ବିମାନ ଦୁର୍ଘଟଣାଗ୍ରସ୍ତ। ବିମାନରେ ଥିଲେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର। ଏହି ଦୁର୍ଘଟଣାରେ ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ଦେହାନ୍ତ ହୋଇଛି। ଦେହାନ୍ତ ନେଇ ଖବର ସରବରାହ ସଂସ୍ଥା…
ତାଜା ଖବର ରାଜ୍ୟ Odisha Bandh Today: ଆଜି ନବନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ପାଳନ January 28, 2026 Nirvay ଆଜି ନବନିର୍ମାଣ କୃଷକ ସଂଗଠନର ଓଡ଼ିଶା ବନ୍ଦ ପାଳନ । ସକାଳ ୬ରୁ ଦିନ ୨ଟା ଯାଏଁ ୮ ଘଣ୍ଟିଆ ବନ୍ଦ ପାଳନ । ଧାନକିଣାରେ ଅବ୍ୟବସ୍ଥା, ପ୍ରଦୂଷଣ ସାର୍ଟିଫିକେଟ ଆଳରେ ମାତ୍ରାଧିକ ତଣ୍ଡ ଏବଂ ସ୍ମାର୍ଟ ମିଟରକୁ ବିରୋଧ କରି…