Day: 25 February 2026

Trump On India-Pakistan War: ଭାରତ ସହ ଯୁଦ୍ଧ ରୋକିବାକୁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଅନୁରୋଧ କରିଥିବା କହିଲେ ଟ୍ରମ୍ପ

ଅପରେସନ ସିନ୍ଦୂରକୁ ନେଇ ଟ୍ରମ୍ପଙ୍କ ବଡ଼ ଦାବି । ଆମେରିକା ସଂସଦରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ବୋଧନ ଦେଇ କହିଛନ୍ତି ଯେ, ସେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସଂଘର୍ଷ ରୋକିବାରେ ସଫଳ ହୋଇଛନ୍ତି । ପାକିସ୍ତାନର ପ୍ରଧାନମନ୍ତ୍ରୀ ସାହବାଜ ସରିଫ…

Odisha Mines Officer In Vigilance Net: ଖଣି ଅଧିକାରୀଙ୍କ ଘରୁ ୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ; ଓଡ଼ିଶା ଭିଜିଲାନ୍ସ ଇତିହାସରେ ସର୍ବାଧିକ

ଏକ ବଡ଼ ଦୁର୍ନୀତି ବିରୋଧୀ ଅଭିଯାନରେ, ଖଣି ଅଧିକାରୀ ଦେବବ୍ରତ ମହାନ୍ତିଙ୍କ ଘରୁ ୪ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଜବତ ହୋଇଛି । କଟକ ସର୍କଲ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ ଭୁବନେଶ୍ୱର ସ୍ଥିତ ଫ୍ଲାଟ୍‌ରେ ଟ୍ରଲି ବ୍ୟାଗ୍‌ରୁ ଏହି ଟଙ୍କା…