Day: 28 February 2026

Govinda Dwadashi: ଆଜି ପବିତ୍ର ଗୋବିନ୍ଦ ଦ୍ୱାଦଶୀ; ପୁରୀରେ ବୁଡ ପକାଉଛନ୍ତି ଶ୍ରଦ୍ଧାଳୁ

ଆଜି ମହୋଦଧୀରେ ପବିତ୍ର ଗୋବିନ୍ଦ ଦ୍ୱାଦଶୀ ଉତ୍ସବ ପାଳିତ ହେଉଛି । ପୁରୀ ସମୁଦ୍ରତଟରେ ଭକ୍ତମାନେ ବୁଡ ପକାଉଛନ୍ତି । ଏହି ଦିନରେ ସ୍ନାନ କରିଲେ କୋଟି ପୁଣ୍ୟ ମିଳିବାର ବିଶ୍ୱାସ ରହିଛି । ଫାଲଗୁନ ମାସ ଶୁକ୍ଳପକ୍ଷ ଦ୍ଵାଦଶୀରେ ପଡିଥାଏ…

Gandhamardan Will Be Naxal Free: ଆସନ୍ତା ୧ ସପ୍ତାହ ମଧ୍ୟରେ ମାଓମୁକ୍ତ ହେବ ଗନ୍ଧମାର୍ଦ୍ଦନ

ଆସନ୍ତା ୧ ସପ୍ତାହ ମଧ୍ୟରେ ମାଓମୁକ୍ତ ହେବ ଗନ୍ଧମାର୍ଦ୍ଦନ । ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରେ ୧୫ ଜଣ ମାଓବାଦୀ ଆତ୍ମସମର୍ପଣ କରିବା ପାଇଁ ଛତିଶଗଡ଼ ଗୃହମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । ଏହି ଚିଠି…

Bolivia Plane Crash: ବଲିଭିଆରେ ବିମାନ ଦୁର୍ଘଟଣା; ୧୫ ମୃତ୍ୟୁ, ୩୦ରୁ ଅଧିକ ଆହତ

ଦକ୍ଷିଣ ଆମେରିକା ଦେଶ ବଲିଭିଆରେ ବଡ଼ ବିମାନ ଦୁର୍ଘଟଣା ଘଟିଛି । ବ୍ୟାଙ୍କ ନୋଟ ନେଇ ଯାଉଥିବା ଏକ ହରକ୍ୟୁଲେସ ବିମାନ ଏଲ ଅଲଟୋ ସହରରେ କ୍ରାସ ହୋଇଯାଇଛି । ବିମାନଟି ଦେଶର ସେଣ୍ଟ୍ରାଲ ବ୍ୟାଙ୍କରୁ ନୂଆ ନୋଟ୍ ଧରି ଅନ୍ୟ…