Day: 8 March 2026

President Murmu’s Protocol Lapses: ରାଷ୍ଟ୍ରପତିଙ୍କୁ ସ୍ୱାଗତ ବେଳେ ପ୍ରୋଟୋକଲ୍‌ରେ ତ୍ରୁଟି; ପଶ୍ଚିମବଙ୍ଗ ମୁଖ୍ୟ ସଚିବଙ୍କୁ ରିପୋର୍ଟ ତଲବ

ପଶ୍ଚିମବଙ୍ଗ ସରକାରଙ୍କ ଏକ ପ୍ରଶାସନିକ ନିଷ୍ପତ୍ତିକୁ ନେଇ ଶନିବାର ବଡ଼ ବିବାଦ ସୃଷ୍ଟି ହୋଇଛି। ଶନିବାର ପଶ୍ଚିମବଙ୍ଗ ଗସ୍ତରେ ଯାଇ ସିଲିଗୁଡ଼ିରେ ଅନୁଷ୍ଠିତ ନବମ ଅନ୍ତରାଷ୍ଟ୍ରୀୟ ସାନ୍ତାଳ ସମାବେଶରେ ଯୋଗ ଦେଇଥିଲେ ରାଷ୍ଟ୍ରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସ୍ୱାଗତ ବେଳେ…

Subhadra Yojana: ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି

ଆଜି ଆସିବ ସୁଭଦ୍ରା ଚତୁର୍ଥ କିସ୍ତି । ଆଜି ଅନ୍ତର୍ଜାତୀୟ ମହିଳା ଦିବସରେ ଆସିବ ସୁଭଦ୍ରା କିସ୍ତି । ହିତାଧିକାରୀଙ୍କ ଆକାଣ୍ଟକୁ ଯିବ ଯୋଜନାର ଚତୁର୍ଥ କିସ୍ତି । ଏଥିରେ ଉପକୃତ ହେବେ ରାଜ୍ୟର କୋଟିଏ ୨ ଲକ୍ଷରୁ ଅଧିକ ମହିଳା…

International Women’s Day: ଆଜି ଅନ୍ତର୍ଜାତୀୟ ମହିଳା ଦିବସ

ଆଜି ମାର୍ଚ୍ଚ ୮ ତାରିଖ ଅନ୍ତର୍ଜାତୀୟ ମହିଳା ଦିବସ । ପ୍ରତିବର୍ଷ ମାର୍ଚ୍ଚ ମାସ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ଭାବେ ପାଳନ କରାଯାଇ ଆସୁଛି । ମହିଳାଙ୍କ ସାମାଜିକ, ଆର୍ଥିକ, ସାଂସ୍କୃତିକ, ରାଜନୈତିକ ଏବଂ ଅନ୍ୟ କ୍ଷେତ୍ରରେ ସଫଳତା…