Day: 16 March 2026

SCB Medical Fire: ଏସସିବି ଅଗ୍ନିକାଣ୍ଡ ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ; ପିଏମଏନଆରଏଫରୁ ମିଳିଲା ସହାୟତା

କଟକ ଏସସିବି ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହା ସହିତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହା ସହିତ ପ୍ରଧାନମନ୍ତ୍ରୀ ମୃତକଙ୍କ ପାଇଁ ୨ ଲକ୍ଷ…

Rajya Sabha Election: ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ଭୋଟିଂ

ରାଜ୍ୟସଭା ନିର୍ବାଚନ ପାଇଁ ଭୋଟିଂ ଆରମ୍ଭ । ଓଡ଼ିଶାର ଚାରୋଟି ରାଜ୍ୟସଭା ଆସନ ପାଇଁ ମତଦାନ ଆରମ୍ଭ ହୋଇଛି । ତିନିଟି ଯାକ ରାଜନୈତିକ ଦଳର ଶୀର୍ଷ ସ୍ତରରେ ରଣନୀତି ପ୍ରସ୍ତୁତି କରିଛନ୍ତି। ୪ ଆସନ ପାଇଁ ମୈଦାନରେ ଅଛନ୍ତି ୫…

Fire In Cuttack SCB Hospital: ଏସ.ସି.ବି ଆଇସିୟୁରେ ଅଗ୍ନିକାଣ୍ଡ: ୧୦ ମୃତ; ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କଟକ ଏସସିବି ବଡ ମେଡିକାଲର ଆଶୁ ଚିକିତ୍ସା ବିଭାଗର ଟ୍ରମା କେୟାର ଆଇସିୟୁରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏହି ଭୟାବହ ଅଗ୍ନିକାଣ୍ଡରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି ।…

Kalabaisakhi Wreaks Havoc: ମୟୁରଭଞ୍ଜରେ କାଳବୈଶାଖୀର ତାଣ୍ଡବ; ୨ ମୃତ୍ୟୁ, ୨୦ରୁ ଉର୍ଦ୍ଧ୍ବ ଆହତ

ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଅପରାହ୍‌ଣରେ କାଳବୈଶାଖୀ ହୋଇଛି। ସବୁଠୁ ଅଧିକ ମୟୁରଭଞ୍ଜରେ ତାଣ୍ଡବ ରଚିଛି କାଳବୈଶାଖୀ । ପ୍ରବଳ ପବନ ‌ଯୋଗୁଁ ଅନେକ ସ୍ଥାନରେ ଚାଳଘର ଭାଙ୍ଗିଛି। ସେହିପରି କାରକୁ କ୍ଷତି ପହଞ୍ଚାଇଥିବା ବେଳେ ବିଦ୍ୟୁତ ଖୁଣ୍ଟ ଭାଙ୍ଗିଛି। ଏହା…

BJD Issues Show Cause Notice: ଦୁଇ ବିଧାୟକଙ୍କୁ ସୋ କଜ ନୋଟିସ ଜାରି କଲା ବିଜେଡି

ଦୁଇ ବିଧାୟକଙ୍କୁ ସୋ କଜ ନୋଟିସ । ରାଜ୍ୟସଭା ନିର୍ବାଚନ ପୂର୍ବରୁ, ହ୍ୱିପ୍ ସତ୍ତ୍ୱେ ଦଳୀୟ ବିଶୃଙ୍ଖଳା ଭଙ୍ଗ ଅଭିଯୋଗରେ ଅଭିଯୋଗରେ ବିଜୁ ଜନତା ଦଳ ବାଲିଗୁଡା ବିଧାୟକ ଚକ୍ରମଣୀ କହଁର ଓ ଜୟଦେବ ବିଧାୟକ ନବକିଶୋର ମଲ୍ଲିକଙ୍କୁ କାରଣ ଦର୍ଶାଅ…