Day: 15 April 2026

Samrat Choudhary Takes Oath As The CM of Bihar: ବିହାରର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

ବିହାରର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ସମ୍ରାଟ ଚୌଧୁରୀ। ବିହାରର ୨୧ ତମ ମୁଖ୍ୟମନ୍ତ୍ରୀଙ୍କ ସମେତ ଶପଥ ଗ୍ରହଣ ସମାରୋହରେ ଦୁଇଜଣ ଉପ-ମୁଖ୍ୟମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । JDU କୋଟାରୁ ବିଜୟ ଚୌଧୁରୀ ଏବଂ ବିଜେନ୍ଦ୍ର…

Today Banakalagi Niti: ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି; ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ। ଶ୍ରୀମନ୍ଦିରରେ ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି । ବୈଶାଖ କୃଷ୍ଣ ତ୍ରୟୋଦଶୀ ତିଥିରେ ଅନୁଷ୍ଠିତ ହେବ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି। ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର, ମହାସ୍ନାନ କରାଯିବ। ସେଥିପାଇଁ ୪ଘଣ୍ଟା ବନ୍ଦ ରହିବ…

New Posts for OUSSSC: OUSSSC ପାଇଁ ୭୨ଟି ନୂତନ ପଦବୀ ସୃଷ୍ଟି କରିବାକୁ ସରକାରଙ୍କ ଅନୁମୋଦନ

ଓଡ଼ିଶା ସରକାର ଓଡ଼ିଶା ୟୁନିଫର୍ମଡ୍ ସର୍ଭିସେସ୍ ଷ୍ଟାଫ୍ ସିଲେକ୍ସନ୍ କମିଶନ (OUSSSC)ର ସାଂସ୍ଥାଗତ କ୍ଷମତାକୁ ସୁଦୃଢ଼ କରିବା ଏବଂ କାର୍ଯ୍ୟକ୍ଷମ ଦକ୍ଷତା ବୃଦ୍ଧି କରିବା ପାଇଁ ୭୨ଟି ନୂତନ ପଦବୀ ସୃଷ୍ଟି କରିବାକୁ ଅନୁମୋଦନ କରିଛନ୍ତି। ଏଥିରେ ସଚିବ, ଅତିରିକ୍ତ ସଚିବ,…