Day: 23 April 2026

City Gas Distribution: ୬ ମାସ ଭିତରେ ଲାଗୁ ହେବ ସିଟି ଗ୍ୟାସ୍ ବିତରଣ ନୀତି

୬ ମାସ ଭିତରେ କାର୍ଯ୍ୟକାରୀ ହେବ ଓଡ଼ିଶା ସିଟି ଗ୍ୟାସ୍ ବିତରଣ ନୀତି । ଏ ନେଇଁ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି କାଲି କ୍ୟାବିନେଟ ମଞ୍ଜୁରୀ ପରେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।…

Ragging Allegation At VSSUT: ଭିସୁଟ୍‌ରେ ପୁଣି ରାଗିଂ ଅଭିଯୋଗ, ୪ ଛାତ୍ର ଦୋଷୀ

ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟରେ ପୁଣି ରାଗିଂ ଅଭିଯୋଗ । ମେକାନିକାଲ୍ ବିଭାଗର ଛାତ୍ରଙ୍କୁ ସିନିୟର ଛାତ୍ରଙ୍କ ରାଗିଂ ଅଭିଯୋଗରେ ୪ ଛାତ୍ର ଦୋଷୀ । ବୁର୍ଲାର ବୀର ସୁରେନ୍ଦ୍ର ସାଏ ଟେକ୍ନୋଲୋଜି ବିଶ୍ୱବିଦ୍ୟାଳୟ (VSSUT)ର ଚାରି ଜଣ…

Bharat bandh: ଆଜି ଭାରତ ବନ୍ଦ ଡାକରା ଦେଇଛି ଭାରତ ମୁକ୍ତି ମୋର୍ଚ୍ଚା ଏବଂ ଏସସିଏସଟି ଓବିସି ମୁକ୍ତିମୋର୍ଚ୍ଚା

ଆଜି ଭାରତ ବନ୍ଦ । ବିଭିନ୍ନ ଦାବି ନେଇ ଭାରତ ମୁକ୍ତି ମୋର୍ଚ୍ଚା ଏବଂ ଏସସିଏସଟି ଓବିସି ମୁକ୍ତିମୋର୍ଚ୍ଚା ପକ୍ଷରୁ ଆଜି ଭାରତ ବନ୍ଦ ଡାକରା ଦିଆଯାଇଛି। ଭାରତ ବନ୍ଦ ଡାକରା ବଲାଙ୍ଗିର ସହରରେ ସାଧାରଣ ଜୀବନକୁ ପ୍ରଭାବିତ କରିଛି ।…

West Bengal, Tamil Nadu Elections 2026: ଆଜି ପଶ୍ଚିମବଙ୍ଗ ଏବଂ ତାମିଲନାଡୁର ପ୍ରଥମ ପର୍ଯ୍ୟାୟ ମତଦାନ

ଆଜି ଦେଶର ଦୁଇ ପ୍ରମୁଖ ରାଜ୍ୟ ପଶ୍ଚିମବଙ୍ଗ ଏବଂ ତାମିଲନାଡୁର ବିଧାନସଭା ନିର୍ବାଚନ ପାଇଁ ମତଦାନ ଗ୍ରହଣ କରାଯାଉଛି। ତାମିଲନାଡୁର ସମସ୍ତ ୨୩୪ ଆସନ ପାଇଁ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଯାଇଛି। ସେହିପରି ପଶ୍ଚିମବଙ୍ଗର ୧୫୨ ଆସନରେ ମଧ୍ୟ ମତଦାନ…