Day: 28 April 2026

Kakabandh Ashram School Incident: କାକବନ୍ଧ ଆଶ୍ରମ ବିଦ୍ୟାଳୟରେ ବିଷାକ୍ତ ଖାଦ୍ୟ ଖାଇ ଛାତ୍ରୀ ମୃତ୍ୟୁ ଘଟଣା; ତଦନ୍ତ ପାଇଁ ଜାତୀୟ ଅନୁସୂଚିତ ଜନଜାତି ଆୟୋଗର ନୋଟିସ୍

ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ବ୍ଲକର ନଳଗଜା ପଞ୍ଚାୟତରେ ଥିବା କାକବନ୍ଧ ଆଶ୍ରମ ବିଦ୍ୟାଳୟରେ ବିଷାକ୍ତ ଖାଦ୍ୟ ଖାଇ ଜଣେ ପଞ୍ଚମ ଶ୍ରେଣୀର ଆଦିବାସୀ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଶତାଧିକ ଛାତ୍ରଛାତ୍ରୀ ଅସୁସ୍ଥ ହେବା ଘଟଣାକୁ ନେଇ ଜାତୀୟ ଅନୁସୂଚିତ ଜନଜାତି…