Month: May 2026

Soro Station Rescue: ସୋର ଷ୍ଟେସନରୁ ୨୭ ପିଲାଙ୍କୁ ଉଦ୍ଧାର କଲା ପୋଲିସ

ସୋର ଷ୍ଟେସନରୁ ୨୭ ପିଲାଙ୍କୁ ଉଦ୍ଧାର କଲା ରେଲୱେ ପୋଲିସ । ମୟୂରଭଞ୍ଜ କପ୍ତିପଦାରୁ ଅନୁଗୁଳ ଅଭିମୁଖେ ଯାଉଥିବା ୨୭ ଜଣଙ୍କୁ ଉଦ୍ଧାର କଲା ପୁଲିସ। ଉଦ୍ଧାର ୨୭ ଜଣଙ୍କ ମଧ୍ୟରୁ ୧୯ ନାବାଳକ ଓ ୮ ସାବାଳକ । ଅନୁଗୁଳ…

ईंधन संकट: स्टॉक होने के बावजूद क्यों लगी लंबी कतारें?

सरकार लगातार दावा कर रही है कि राज्य में पेट्रोल और डीजल का पर्याप्त भंडार मौजूद है। इसके बावजूद पेट्रोल पंपों पर लंबी कतारें, अफरा-तफरी और कई जगहों पर ईंधन…

Sijimali Unrest: ସିଜିମାଳିରେ ଆସନ୍ତା ୨୨ ତାରିଖରୁ ପଦଯାତ୍ରା ମାଧ୍ୟମରେ ଘରକୁ ଘର ବୁଲିବ ଯୁବ କଂଗ୍ରେସ

ଆଜି ଓଡ଼ିଶା ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ଓଡ଼ିଶା ପ୍ରଦେଶ କାର୍ଯ୍ୟାଳୟ ଠାରେ ରାଜ୍ୟ ଯୁବ କଂଗ୍ରେସ ସଭାପତିଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରାଯାଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ ଏହା ନିଷ୍ପତି ନିଆଯାଇଛି ଯେ, ଯୁବ କଂଗ୍ରେସ…

71st Foundation Day of OMC: ଓଡିଶା ଖଣି ନିଗମର ୭୧ତମ ପ୍ରତିଷ୍ଠା ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଓଡିଶା ଖଣି ନିଗମର ୭୧ତମ ପ୍ରତିଷ୍ଠା ଦିବସ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କାଳିଆପାଣି ଠାରେ ନବନିର୍ମିତ ଓଡିଶା ମାଇନିଂ ଆଦର୍ଶ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ, ଖଣି…

Nitin Nabin’s Odisha Visit: କାଲି ଓଡ଼ିଶା ଆସିବେ ବିଜେପି ରାଷ୍ଟ୍ରୀୟ ସଭାପତି ନିତିନ ନବୀନ

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ କାଲି ଓଡ଼ିଶା ଗସ୍ତରେ ଆସୁଛନ୍ତି । ଦଳୀୟ ସୂତ୍ର ଅନୁଯାୟୀ, ସେ କାଲି ରାତି ୧୦ଟା ୩୫ ମିନିଟ୍‌ରେ ଭୁବନେଶ୍ୱର ବିମାନବନ୍ଦରେ ପହଞ୍ଚିବେ । ଓଡ଼ିଶାରେ ଥିବା ସମୟରେ ସେ ଦଳର କୋର୍ କମିଟି…

Posting Order Delay: ପୋଷ୍ଟିଂ ଅର୍ଡର ବିଳମ୍ବ ନେଇ ସରକାରଙ୍କ କଡ଼ା ଆଭିମୁଖ୍ୟ: ଦାୟୀ ଅଧିକାରୀଙ୍କଠୁ ଆଦାୟ ହେବ ବେତନ

ସରକାରୀ କର୍ମଚାରୀଙ୍କ ଜଏନିଂ ଓ ପୋଷ୍ଟିଂ ଅର୍ଡର ପ୍ରଦାନରେ ଅଯଥା ବିଳମ୍ବ ହେବାକୁ ନେଇ ରାଜ୍ୟ ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ଅର୍ଥ ବିଭାଗ ପକ୍ଷରୁ ଏନେଇ ସର୍କୁଲାର ଜାରି କରି ସମସ୍ତ ସଚିବଙ୍କୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି…