Month: May 2026

Jharsuguda Election: ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲା; ଟଙ୍କଧରଙ୍କ ଆବେଦନ ଖାରଜ

ଝାରସୁଗୁଡ଼ା ବିଧାନସଭା ନିର୍ବାଚନୀ ମାମଲାରେ ଟଙ୍କଧରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା । ହାଇକୋର୍ଟଙ୍କ ରାୟ ସୁପ୍ରିମକୋର୍ଟରେ କାଏମ ରହିଛି । ଟଙ୍କଧରଙ୍କ ଆବେଦନ ଖାରଜ କରିଛନ୍ତି ସୁପ୍ରମକୋର୍ଟ । ବିନା ଶୁଣାଣିରେ ମାମଲା ଖାରଜ କରିବାକୁ ଟଙ୍କଧର ଆବେଦନ କରିଥିଲେ ଯାହାକୁ ହାଇକୋର୍ଟ…

Nitin Nabin to Visit Odisha: ୧୮ ତାରିଖରେ ଓଡ଼ିଶା ଆସିବେ ନିତିନ ନବୀନ

ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ନିତିନ ନବୀନ । ଆସନ୍ତା ୧୮ ତାରିଖରେ ଓଡ଼ିଶା ଆସିବେ ବିଜେପି ସଭାପତି ନିତିନ ନବୀନ। ରାଜ୍ୟ ମୁଖ୍ୟାଳୟରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ମିଳିଛି।

सुवेंदु अधिकारी सरकार की पहली कैबिनेट बैठक में 6 बड़े फैसले, आयुष्मान भारत से लेकर BSF को जमीन तक अहम घोषणाएं

कोलकाता: पश्चिम बंगाल में नई भाजपा सरकार के गठन के बाद मुख्यमंत्री सुवेंदु अधिकारी की अध्यक्षता में सोमवार को पहली कैबिनेट बैठक आयोजित हुई। इस बैठक में राज्य सरकार ने…

Assam Oath Ceremony: କାଲି ଦିନ ୧୧ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ବଶର୍ମା

କାଲି ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ବଶର୍ମା । ଆସାମରେ ଲଗାତାର ୩ୟ ଥର ପାଇଁ ବିଜେପି ନେତୃତ୍ବାଧୀନ NDA ସରକାର । ଆସନ୍ତାକାଲି ଲଗାତାର ଦ୍ୱିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବରେ ହିମନ୍ତ ବିଶ୍ୱ…

VB-G RAM G Act: ଜୁଲାଇ ୧ରୁ ସାରା ଦେଶରେ ଲାଗୁ ହେବ ଭିବି-ଜି ରାମ୍ ଜି

କେନ୍ଦ୍ର ସରକାରଙ୍କ ବିକଶିତ ଭାରତ- ନିଶ୍ଚିତ ରୋଜଗାର ଏବଂ ଆଜୀବନ ମିଶନ (ଗ୍ରାମୀଣ) ବା ଭିବି-ଜି ରାମ୍ ଜି ଆଇନ ୨୦୨୫ (VB–G RAM G) ଲାଗୁ କରିବାକୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ଜୁଲାଇ ପହିଲାରେ ଦେଶ ବ୍ୟାପୀ…

Brutal Attack on Youth in Kanas: କଣାସରେ ଯୁବକକୁ ହାଣି ବାଇକ ଚଢାଇ ହତ୍ୟା ଉଦ୍ୟମ; ପୁରୀ କୋର୍ଟରେ ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ

କଣାସରେ ଯୁବକକୁ ହାଣି ବାଇକ ଚଢାଇ ହତ୍ୟା ଉଦ୍ୟମ ଘଟଣାରେ ପୁରୀ କୋର୍ଟରେ ଆତ୍ମସମର୍ପଣ କଲା ମୁଖ୍ୟ ଅଭିଯୁକ୍ତ ସୁଧାଂଶୁ ମହାପାତ୍ର ଓରଫ୍ ହାପି। ଘଟଣାରେ ପୂର୍ବରୁ ପୁଲିସ୍ ୪ ଜଣଙ୍କୁ ଗିରଫ କରିଥିବାବେଳେ ରାୟପୁରରୁ ଆଉ ଜଣେ ଅଭିଯୁକ୍ତକୁ ଗିରଫ…