ରାଜ୍ୟ Smartphones for Anganwadi Staff: ଅଙ୍ଗନବାଡି କର୍ମୀଙ୍କୁ ସ୍ମାର୍ଟ ଫୋନ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ June 13, 2026 Nirvay ରାଜ୍ୟ ସରକାରଙ୍କ ୨ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି । ଅଙ୍ଗନବାଡି କର୍ମୀଙ୍କୁ ସ୍ମାର୍ଟ ଫୋନ, ସୁଭଦ୍ରା ଶକ୍ତି ସମ୍ୱାଦ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି । ଅଙ୍ଗନୱାଡ଼ି…