Day: 16 July 2026

Ratha Jatra: ଆଜି ବିଶ୍ୱପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା; ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ବହୁ ବରିଷ୍ଠ ନେତାଗଣ

ଆଜି ବିଶ୍ୱପ୍ରସିଦ୍ଧ ପବିତ୍ର ଘୋଷଯାତ୍ରା ପାଇଁ ଭକ୍ତି, ବିଶ୍ୱାସ ଓ ପରମ୍ପରାର ମହାପର୍ବ ରଥଯାତ୍ରା ଉତ୍ସବମୁଖର ଶ୍ରୀକ୍ଷେତ୍ର ପୁରୀ। ବର୍ଷକରେ ଥରେ ରତ୍ନସିଂହାସନ ଛାଡ଼ି ନିଜ ଭକ୍ତଙ୍କ ଗହଣକୁ ଆସିବେ ଚତୁର୍ଦ୍ଧାମୂର୍ତ୍ତି। ଏହି ପବିତ୍ର ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ…

Ratha Jatra 2026: ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା; ପହଣ୍ଡିରେ ଆସୁଛନ୍ତି ଚକ୍ରରାଜ ସୁଦର୍ଶନ

ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଆରମ୍ଭ ହୋଇଛି ପହଣ୍ଡି ।୩ ରଥ ପ୍ରତିଷ୍ଠା ପରେ ଆରମ୍ଭ ହୋଇଛି ପହଣ୍ଡି । ପ୍ରଥମେ ପହଣ୍ଡିରେ ଆସୁଛନ୍ତି ଚକ୍ରରାଜ ସୁଦର୍ଶନ। ଦର୍ପଦଳନରେ ବିରାଜମାନ ହେବା ପାଇ ଆସୁଛନ୍ତି ଚକ୍ରରାଜ ସୁଦର୍ଶନ ।