Day: 28 July 2026

Ratha Jatra 2026; ଶେଷ ହୋଇଛି ମହାପ୍ରଭୁଙ୍କ ନବଦିନାତ୍ମକ ରଥଯାତ୍ରା; ନୀଳାଦ୍ରି ବିଜେ ପରେ ରତ୍ନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି

ଶେଷ ହୋଇଛି ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ତଥା ରଥଯାତ୍ରା । ଚତୁର୍ଦ୍ଧାମୂର୍ତ୍ତି ଗତକାଲି ନବଦିନାତ୍ମକ ଯାତ୍ରାର ଅନ୍ତିମ ପର୍ବ ନିଳାଦ୍ରୀବିଜେରେ ନୀଳକନ୍ଦରକୁ ଫେରିଛନ୍ତି । ଗୁଣ୍ଡିଚା ମନ୍ଦିରରେ ୯ ଦିନର ଅବସ୍ଥାନ ପରେ ନୀଳାଦ୍ରି ବିଜେ ନୀତି ମାଧ୍ୟମରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି…